Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଞ୍ଜନଗର ପୋଲିସ୍ ଦ୍ଵାରା ବ୍ରାଉନ ସୁଗାର୍ ଜବତ: ୩ ଗିରଫ
ଆଜିର ଖବର

ଭଞ୍ଜନଗର ପୋଲିସ୍ ଦ୍ଵାରା ବ୍ରାଉନ ସୁଗାର୍ ଜବତ: ୩ ଗିରଫ

August 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Bhanjnagar police
Brown sugar seized by Bhanjnagar police: 3 arrested

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବିଶ୍ଵସ୍ତ ସୁତ୍ରରୁ ଖବର ପାଇ ଭଞ୍ଜନଗର ପୋଲିସ୍ ଟିମ୍‌ ଜାମପଲ୍ଲୀ ଝଙ୍କରାଇ ମନ୍ଦିର ନିକଟରେ ସନ୍ଦେହ ଜନକ ଭାବେ ତିନି ଜଣ ଯୁବକଙ୍କୁ ଅଟକ ରଖି ଯାଞ୍ଚ କରିଥିଲେ। ଅଟକ ଯୁବକ ମାନଙ୍କ ଠାରୁ ୩୧ ଗ୍ରାମ ବ୍ରାଉନ ସୁଗାର୍, ୨ଟି ମୋବାଇଲ ଫୋନ ଓ କିଛି ନଗଦ ଟଙ୍କା ଜବତ କରାଯାଇଛି। ଧରାପଡିଥିବା ୩ ଯୁବକ ହେଲେ ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅଞ୍ଚଳର ରାକେଶ କୁମାର ବେହେରା, ଭଞ୍ଜନଗର ଥାନା ଭେଜିପୁଟ୍ ଅଞ୍ଚଳର ଅମିୟ ରଞ୍ଜନ ମହାନ୍ତି ଓ ବାଉଁଶଲୁଣ୍ଡି ଗ୍ରାମର ଅମିତ କୁମାର ବେହେରା ବୋଲି ଜଣାପଡିଛି। ଏହି ୩ ଅଭିଯୁକ୍ତମାନଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି।

ମିଳିଥିବା ବ୍ରାଉନ ସୁଗାର ଆନୁମାନିକ ମୂଲ୍ୟ ତିନି ଲକ୍ଷରୁ ଉର୍ଦ୍ଧ୍ଵ ହେବ ବୋଲି ଜଣାପଡିଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଭଞ୍ଜନଗର ଉପଖଣ୍ଡ ଆରକ୍ଷୀ ଅଧିକାରୀ, ଅତିରିକ୍ତ ଆରକ୍ଷୀ ଅଧିକାରୀ ଓ ଭଞ୍ଜନଗର ଥାନା ଅଧିକାରୀ ଉପସ୍ଥିତ ରହି ନିଶା କାରବାର ରେ ଲିପ୍ତ ଯୁବ ସମାଜକୁ ତାଗିଦ କରିଛନ୍ତି। ଭଞ୍ଜନଗର ଅଞ୍ଚଳରେ ପ୍ରଥମ ଥର ପାଇଁ ବ୍ରାଉନ ସୁଗର ମିଳିବା ଭଞ୍ଜନଗର ପୋଲିସ ପାଇଁ ଖୋଲା ଚାଲେଞ୍ଜ୍ ସୃଷ୍ଟି ହୋଇଛି।

ବ୍ରାଉନ ସୁଗାର୍ ଜବତ ଭଞ୍ଜନଗର ପୋଲିସ୍
Share. Facebook Twitter LinkedIn Email WhatsApp Copy Link

Related Posts

ପବିତ୍ର ଉତ୍ତରାୟଣ ଅବସରରେ ଅହମ୍ମଦାବାଦ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ

January 14, 2026

ଛତିଶଗଡ଼ ଏବଂ ଓଡ଼ିଶା ଉପକ୍ଷେତ୍ରରେ ଦଶମ ପ୍ରତିରକ୍ଷା ବାହିନୀର ପୂର୍ବତନ ସୈନିକ ଦିବସ ପାଳନ

January 14, 2026

ନଅଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ ଘୋଷଣାକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 14, 2026

ଜାନୁଆରୀ ୧୬ରେ ଇଗ୍ନୋ ବିଦ୍ୟାର୍ଥୀମାନଙ୍କ ପାଇଁ ଅନଲାଇନ୍ ପରିଚୟ ଅଧିବେଶନ

January 14, 2026
Latest News

ପବିତ୍ର ଉତ୍ତରାୟଣ ଅବସରରେ ଅହମ୍ମଦାବାଦ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ

January 14, 2026

ଛତିଶଗଡ଼ ଏବଂ ଓଡ଼ିଶା ଉପକ୍ଷେତ୍ରରେ ଦଶମ ପ୍ରତିରକ୍ଷା ବାହିନୀର ପୂର୍ବତନ ସୈନିକ ଦିବସ ପାଳନ

January 14, 2026

ନଅଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ ଘୋଷଣାକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 14, 2026

ଜାନୁଆରୀ ୧୬ରେ ଇଗ୍ନୋ ବିଦ୍ୟାର୍ଥୀମାନଙ୍କ ପାଇଁ ଅନଲାଇନ୍ ପରିଚୟ ଅଧିବେଶନ

January 14, 2026

ଜର୍ମାନ ଚାନ୍ସେଲରଙ୍କୁ ଭାରତୀୟ କଳାକୃତି ଉପହାର ଦେଲେ ପ୍ରଧାନମନ୍ତ୍ରୀ

January 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.