Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ଠାରେ ଏଏସ୍ଆଇମାନଙ୍କ ପାସିଂଆଉଟ୍ ପରେଡ ଅନୁଷ୍ଠିତ
ଆଜିର ଖବର

କଟକ ଠାରେ ଏଏସ୍ଆଇମାନଙ୍କ ପାସିଂଆଉଟ୍ ପରେଡ ଅନୁଷ୍ଠିତ

August 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
CISF passing out parade
CISF passing out parade

କଟକ: କଟକ ମୁଣ୍ଡୁଳିସ୍ଥିତ ସିଆଇଏସଏଫ୍ ର ଖାରବେଳ ଆଞ୍ଚଳିକ ପ୍ରଶିକ୍ଷଣ କେନ୍ଦ୍ରଠାରେ ଏଏସ୍ଆଇମାନଙ୍କ ପାସିଂଆଉଟ୍ ପରେଡ ଅନୁଷ୍ଠିତ ହୋଇଯାଇଛି। କେଆରଟିସି ପରେଡ ଗ୍ରାଉଣ୍ଡରେ ଅନୁଷ୍ଠିତ ଏହି ସମାରୋହରେ ସିଆଇଏସଏଫ ଆଇଜି ଶିଖର ସହାୟ ମୁଖ୍ୟ ଅତିଥିଭାବେ ଯୋଗଦେଇ ପରେଡ ଅଭିବାଦନ ଗ୍ରହଣ କରିଛନ୍ତି।

କେଆରଟିସିର ଡିଆଇଜି ଗଙ୍ଗା ଶେଖରଙ୍କ ତତ୍ତ୍ବାବଧାନରେ ପରେଡ ଅନୁଷ୍ଠିତ ହୋଇଛି। ୨୫ ସପ୍ତାହର ପ୍ରଶିକ୍ଷଣ ପରେ ୩୯୭ଜଣ ସିଆଇଏସଏଫ ଏଏସଆଇ ଏଠାରୁ ଉତ୍ତୀର୍ଣ୍ଣ ହୋଇଛନ୍ତି। ବର୍ତ୍ତମାନ ସେମାନଙ୍କୁ ଦେଶର ବିଭିନ୍ନ ପ୍ରାନ୍ତରେ ନିୟୋଜିତ କରାଯିବ।

 

cisf passing out parade ଆଞ୍ଚଳିକ ପ୍ରଶିକ୍ଷଣ କେନ୍ଦ୍ର ପାସିଂଆଉଟ୍ ପରେଡ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.