Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏକତରଫା ପ୍ରେମର ଅଭାବନୀୟ ପରିଣତି : ନିଜ ତଣ୍ଟି କାଟିଲେ ଯୁବକ
ଆଜିର ଖବର

ଏକତରଫା ପ୍ରେମର ଅଭାବନୀୟ ପରିଣତି : ନିଜ ତଣ୍ଟି କାଟିଲେ ଯୁବକ

July 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦ୍ରାପଡ଼ାରେ ଏକ ଅଭାବନୀୟ ଘଟଣା ସାମନାକୁ ଆସିଛି । ଏକତରଫା ପ୍ରେମରୁ ଯୁବକ ଜଣକ ନିଜ ତଣ୍ଟି କାଟିଥିବା ଜଣା ପଡିଛି । ତଣ୍ଟି କଟା ଅବସ୍ଥାରେ ଜଣେ ଯୁବକଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରାଯାଇ ଯୁବକଙ୍କୁ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ସୂଚନାନୁସାରେ, କେନ୍ଦ୍ରାପଡ଼ା ଜିଲ୍ଲା ଜଣେ ଯୁବକ ଜଣେ ଯୁବତୀଙ୍କୁ ଏକ ତରଫା ପ୍ରେମ କରୁଥିଲେ । ଯୁବକଜଣକ ଯୁବତୀଙ୍କୁ ଡାକି ନିଜ ପ୍ରେମ ନିବେଦନ କରି ବିବାହ କରିବାକୁ ପ୍ରସ୍ତାବ ଦେଇଥିଲେ । ବିବାହ ପାଇଁ ଝିଅଟି ମନା କରିବାକୁ ଯୁବକଜଣକ ଏକ ବ୍ଲେଡ଼ରେ ନିଜ ତଣ୍ଟି କାଟି ଦେଇଥିଲେ । ଫଳରେ ଯୁବକ ଗୁରୁତର ହୋଇପଡ଼ିଥିଲେ । ଘଟଣା ଘଟିବାର କିଛି ସମୟ ପରେ ସ୍ଥାନୀୟ ଲୋକେ ତାଙ୍କ ଉଦ୍ଧାର କରି ନିକଟସ୍ଥ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଅଧିକ ସଂକଟାପର୍ଣ୍ଣ ହେବାରୁ ଯୁବକଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଏକତରଫା ପ୍ରେମରେ ବିଫଳ ହୋଇ ଯୁବକ ନିଜ ତଣ୍ଟି କାଟିଥିବା ସାଧାରଣରେ ଚର୍ଚ୍ଚା ହେଉଛି । କିନ୍ତୁ ଯୁବକ ଓ ଯୁବତୀ ଉଭୟ ପରିବାର ପକ୍ଷରୁ ମର୍ଶାଘାଇ ଥାନାରେ ଭିନ୍ନ ଭିନ୍ନ ଅଭିଯୋଗ ଦିଆଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

X ଆକାଉଣ୍ଟର ପ୍ରୋଫାଇଲ୍ ଫଟୋ ପରିବର୍ତ୍ତନ କଲେ ପ୍ରଧାନମନ୍ତ୍ରୀ ମୋଦୀ: ପାକିସ୍ତାନକୁ ଦେଲେ କଡ଼ା ବାର୍ତ୍ତା

May 7, 2026

ବିଜେପିରେ ଯୋଗଦେବେ ପ୍ରିୟଙ୍କା ଚତୁର୍ବେଦୀ?: ସ୍ପଷ୍ଟ କଲେ ଶିବସେନା (UBT) ନେତ୍ରୀ

May 7, 2026

ବିଜୟଙ୍କ ଶପଥ ଗ୍ରହଣ ଉତ୍ସବ ସ୍ଥଗିତ: ସରକାର ଗଠନ ପାଇଁ ଟିଭିକେ ସମ୍ମୁଖରେ ସର୍ତ୍ତ ରଖିଲେ ରାଜ୍ୟପାଳ

May 7, 2026

ଶତକ ହାସଲ କରି ଇତିହାସ ରଚିଲେ କୁପର୍ କନୋଲି: ଭାଙ୍ଗିଲେ ଡି କକ୍‌ଙ୍କ ୧୦ ବର୍ଷର ପୁରୁଣା ରେକର୍ଡ  

May 7, 2026
Latest News

X ଆକାଉଣ୍ଟର ପ୍ରୋଫାଇଲ୍ ଫଟୋ ପରିବର୍ତ୍ତନ କଲେ ପ୍ରଧାନମନ୍ତ୍ରୀ ମୋଦୀ: ପାକିସ୍ତାନକୁ ଦେଲେ କଡ଼ା ବାର୍ତ୍ତା

May 7, 2026

ବିଜେପିରେ ଯୋଗଦେବେ ପ୍ରିୟଙ୍କା ଚତୁର୍ବେଦୀ?: ସ୍ପଷ୍ଟ କଲେ ଶିବସେନା (UBT) ନେତ୍ରୀ

May 7, 2026

ବିଜୟଙ୍କ ଶପଥ ଗ୍ରହଣ ଉତ୍ସବ ସ୍ଥଗିତ: ସରକାର ଗଠନ ପାଇଁ ଟିଭିକେ ସମ୍ମୁଖରେ ସର୍ତ୍ତ ରଖିଲେ ରାଜ୍ୟପାଳ

May 7, 2026

ବିହାରରେ ସମ୍ରାଟଙ୍କ କ୍ୟାବିନେଟ୍ ବିସ୍ତାର: ମନ୍ତ୍ରୀ ହେଲେ ନୀତିଶଙ୍କ ପୁଅ

May 7, 2026

ଶତକ ହାସଲ କରି ଇତିହାସ ରଚିଲେ କୁପର୍ କନୋଲି: ଭାଙ୍ଗିଲେ ଡି କକ୍‌ଙ୍କ ୧୦ ବର୍ଷର ପୁରୁଣା ରେକର୍ଡ  

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.