Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏକତରଫା ପ୍ରେମର ଅଭାବନୀୟ ପରିଣତି : ନିଜ ତଣ୍ଟି କାଟିଲେ ଯୁବକ
ଆଜିର ଖବର

ଏକତରଫା ପ୍ରେମର ଅଭାବନୀୟ ପରିଣତି : ନିଜ ତଣ୍ଟି କାଟିଲେ ଯୁବକ

July 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦ୍ରାପଡ଼ାରେ ଏକ ଅଭାବନୀୟ ଘଟଣା ସାମନାକୁ ଆସିଛି । ଏକତରଫା ପ୍ରେମରୁ ଯୁବକ ଜଣକ ନିଜ ତଣ୍ଟି କାଟିଥିବା ଜଣା ପଡିଛି । ତଣ୍ଟି କଟା ଅବସ୍ଥାରେ ଜଣେ ଯୁବକଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରାଯାଇ ଯୁବକଙ୍କୁ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ସୂଚନାନୁସାରେ, କେନ୍ଦ୍ରାପଡ଼ା ଜିଲ୍ଲା ଜଣେ ଯୁବକ ଜଣେ ଯୁବତୀଙ୍କୁ ଏକ ତରଫା ପ୍ରେମ କରୁଥିଲେ । ଯୁବକଜଣକ ଯୁବତୀଙ୍କୁ ଡାକି ନିଜ ପ୍ରେମ ନିବେଦନ କରି ବିବାହ କରିବାକୁ ପ୍ରସ୍ତାବ ଦେଇଥିଲେ । ବିବାହ ପାଇଁ ଝିଅଟି ମନା କରିବାକୁ ଯୁବକଜଣକ ଏକ ବ୍ଲେଡ଼ରେ ନିଜ ତଣ୍ଟି କାଟି ଦେଇଥିଲେ । ଫଳରେ ଯୁବକ ଗୁରୁତର ହୋଇପଡ଼ିଥିଲେ । ଘଟଣା ଘଟିବାର କିଛି ସମୟ ପରେ ସ୍ଥାନୀୟ ଲୋକେ ତାଙ୍କ ଉଦ୍ଧାର କରି ନିକଟସ୍ଥ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଅଧିକ ସଂକଟାପର୍ଣ୍ଣ ହେବାରୁ ଯୁବକଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଏକତରଫା ପ୍ରେମରେ ବିଫଳ ହୋଇ ଯୁବକ ନିଜ ତଣ୍ଟି କାଟିଥିବା ସାଧାରଣରେ ଚର୍ଚ୍ଚା ହେଉଛି । କିନ୍ତୁ ଯୁବକ ଓ ଯୁବତୀ ଉଭୟ ପରିବାର ପକ୍ଷରୁ ମର୍ଶାଘାଇ ଥାନାରେ ଭିନ୍ନ ଭିନ୍ନ ଅଭିଯୋଗ ଦିଆଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜାନୁୟାରୀ ୨୩ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

January 23, 2026

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026
Latest News

ଆଜି ଜାନୁୟାରୀ ୨୩ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

January 23, 2026

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ: ବିଶ୍ୱର ସର୍ବବୃହତ ଅର୍ଥନୀତି ହେବ ଭାରତ, ପଛରେ ପଡ଼ିବ ଆମେରିକା

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.