Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ଆଜିର ଖବର

ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

August 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Rain
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ଵର: ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଭୁବନେଶ୍ବରସ୍ଥିତ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆଜି ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଓଡ଼ିଶା ଉପକୂଳ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ଚେତାବନୀ ଦିଆଯାଇଛି।

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଉତ୍ତର ଏବଂ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିବ। ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଅନ୍ୟ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

Weather Update ଗାଙ୍ଗେୟ ଉପତ୍ୟକା ପଶ୍ଚିମବଙ୍ଗ ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.