Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ଆଜିର ଖବର

ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

August 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Rain
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ଵର: ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଭୁବନେଶ୍ବରସ୍ଥିତ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆଜି ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଓଡ଼ିଶା ଉପକୂଳ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ଚେତାବନୀ ଦିଆଯାଇଛି।

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଉତ୍ତର ଏବଂ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିବ। ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଅନ୍ୟ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

Weather Update ଗାଙ୍ଗେୟ ଉପତ୍ୟକା ପଶ୍ଚିମବଙ୍ଗ ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମ ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ

October 4, 2025

ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ଘର ଜୁଆଁଇ ଗପ, କାହାକୁ କଲେ ଟାର୍ଗେଟ ? ଉଠିଲା ପ୍ରଶ୍ନ

October 4, 2025

ଜିଏସଟି ହ୍ରାସର ପ୍ରଭାବ: ପୂଜା ସମୟରେ ରେକର୍ଡ ସଂଖ୍ୟକ କାରବାର, ଜାଣନ୍ତୁ କେତେ କାର ହେଲା ବିକ୍ରି

October 4, 2025

ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?

October 4, 2025
Latest News

ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମ ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ

October 4, 2025

ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ଘର ଜୁଆଁଇ ଗପ, କାହାକୁ କଲେ ଟାର୍ଗେଟ ? ଉଠିଲା ପ୍ରଶ୍ନ

October 4, 2025

ଜିଏସଟି ହ୍ରାସର ପ୍ରଭାବ: ପୂଜା ସମୟରେ ରେକର୍ଡ ସଂଖ୍ୟକ କାରବାର, ଜାଣନ୍ତୁ କେତେ କାର ହେଲା ବିକ୍ରି

October 4, 2025

ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?

October 4, 2025

ରେଳ ମନ୍ତ୍ରଣାଳୟର ବଡ ନିଷ୍ପତି, ବ୍ରହ୍ମପୁର ସୁରତ ଅମୃତ ଭାରତ ସାପ୍ତାହିକ ଏକ୍ସପ୍ରେସ ନିୟମିତ ଚାଲିବ, ଜାଣନ୍ତୁ ପୁରା ସୂଚନା

October 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.