Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ
ଆଜିର ଖବର

ଟ୍ରକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

August 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟ୍ରକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ
ଟ୍ରକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସହର ଉପକଣ୍ଠ ତଥା ଗୋପାଳପୁର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ସାଲବେଗ ନଗର ରାସ୍ତା ଉପରେ ଏକ ଟ୍ରକ୍ ଧକ୍କାରେ ଏସ୍ ପାପେୟା ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସୁଚନା ଅନୁଯାୟୀ, ଦିଗିପୁର ଗ୍ରାମର ପାପେୟା ନିଜ ମୋଟରସାଇକେଲ ଯୋଗେ ଯାଉଥିବା ବେଳେ କଲିକତାରୁ ଆନ୍ଧ୍ର ଅଭିମୁଖେ ଯାଉଥିବା ଏକ ଟ୍ରକ୍ ତାଙ୍କୁ ଧକ୍କା ଦେଇଥିଲା। ଯାହା ଫଳରେ ରାସ୍ତାର ଏପାଖରେ ପାପେୟା ଗୁରୁତର ଅବସ୍ଥାରେ ଛିଟିକି ପଡ଼ିଥିବା ବେଳେ ମୋଟରସାଇକେଲଟି ଅପର ପାର୍ଶ୍ୱରେ ପଡ଼ିଥିଲା।

ଖବର ପାଇ ଗୋପାଳପୁର ଥାନା ଅଧିକାରୀ ପ୍ରଶାନ୍ତ କୁମାର ମଲ୍ଲିକ ଅନ୍ୟ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ଆହତ ପାପେୟା ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଇଥିଲେ। ଏହାପରେ ଦୁର୍ଘଟଣାଗ୍ରସ୍ତ ଟ୍ରକ୍ ଜବତ କରି ଚାଳକ ଶ୍ରୀନିବାସକୁ ଥାନାରେ ଅଟକ ରଖିଥିଲେ।

ଗୁରୁତର ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ଡ଼ାକ୍ତର ତାକୁ ମୃତ ଘୋଷଣା କରିଥିଲେ। ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ଗୋପାଳପୁର ଥାନା ଟ୍ରକ୍ ଧକ୍କା ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026

କେରଳ କୌମୁଦି ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ଅମିତ ଶାହ

January 12, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ

January 12, 2026

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.