Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡି: ନୂଆଁଖାଇ ପର୍ବ ପାଳନର ପରମ୍ପରା ଆରମ୍ଭ
ଆଜିର ଖବର

କଳାହାଣ୍ଡି: ନୂଆଁଖାଇ ପର୍ବ ପାଳନର ପରମ୍ପରା ଆରମ୍ଭ

August 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Kalahandi
Kalahandi: Nuakhai parv celebration begins

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ପାଞ୍ଚଟି ପର୍ଯ୍ୟାୟରେ ନୂଆଁଖାଇ ପର୍ବ ପାଳନର ପରମ୍ପରା ଆରମ୍ଭ ହୋଇଛି। ଭାଦ୍ରବ ମାସ ଶୁକ୍ଳପକ୍ଷ ପ୍ରଥମୀ ତିଥିରେ ତିନୋଟି ଗ୍ରାମର ୫ ହଜାରରୁ ଅଧିକ ଲୋକ ନୂଆ ଧାନରେ ପ୍ରସ୍ତୁତ ନବାନ୍ନ ଭକ୍ଷଣ କରିଛନ୍ତି। ପରମ୍ପରା ଅନୁସାରେ କଳାହାଣ୍ଡି ଜିଲ୍ଲାରେ ସପ୍ତପୁରୀ ଅମାବାସ୍ୟାଠାରୁ ନୂଆଁଖାଇ ଆରମ୍ଭ ହୋଇ ଦଶମୀ ତିଥିରେ ଶେଷ ହୋଇଥାଏ।

କେସିଙ୍ଗା ବ୍ଲକ ପଥର୍ଲା, ବାହାଦୁରପଦର, ପଲକାପଡ଼ା ଗ୍ରାମର ହଜାର ହଜାର ଲୋକ ନୂଆ ଖାଇଛନ୍ତି । ଗ୍ରାମବାସୀମାନେ ୧୫ ଦିନ ପୂର୍ବରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଥାନ୍ତି। ନୂଆ ପୋଷାକ, ନୂଆ ଚୁଡ଼ା, ଧାନ, ନୂଆ ହାଣ୍ଡି ଆଦି ସଂଗ୍ରହ କରିଥାନ୍ତି। ପୁରୁଷ ଓ ମହିଳାମାନେ କ୍ଷୀରି, ପିଠା ଓ ମିଷ୍ଟାନ୍ନ ପ୍ରସ୍ତୁତ କରି ଇଷ୍ଟଦେବୀ ଓ ଗ୍ରାମଦେବୀଙ୍କୁ ଅର୍ପଣ କରିବା ପରେ ନବାନ୍ନ ସେବନ କରିଥାନ୍ତି। ଚଳିତବର୍ଷ ମଧ୍ୟ ପାରମ୍ପରିକ ବାଜା ବଜାଇ ଏବଂ ନାଚ ଗୀତ କରି ଜିଲ୍ଲାବାସୀ ନୂଆଁଖାଇ ପର୍ବ ପାଳନ କରିଛନ୍ତି। ନବାନ୍ନ ଖାଇସାରି ସମସ୍ତେ ଜୁହାର ଭେଟ୍ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି।

celebration begins kalahandi Nuakhai parv କଳାହାଣ୍ଡି ଜିଲ୍ଲା ନୂଆଁଖାଇ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026
Latest News

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.