Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆଁଖାଇ ପର୍ବ: ନବାନ୍ନ ଲାଗି ପାଇଁ ମା’ ସମଲେଶ୍ୱରୀଙ୍କ ନିକଟରେ ପହଞ୍ଚିଲା ନୂଆ ଧାନ
ଆଜିର ଖବର

ନୂଆଁଖାଇ ପର୍ବ: ନବାନ୍ନ ଲାଗି ପାଇଁ ମା’ ସମଲେଶ୍ୱରୀଙ୍କ ନିକଟରେ ପହଞ୍ଚିଲା ନୂଆ ଧାନ

August 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Sambalpur
Sambalpur:  New Paddy brought to Samaleswari temple for Nuakhai

ସମ୍ବଲପୁର: ପବିତ୍ର ନୂଆଁଖାଇ ଅବସରରେ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ପାଇଁ ନୂଆ ଧାନ ଆସିଛି। ଆସନ୍ତା ୨୮ ତାରିଖ ଦିନ ୧୦ଟା ୩୩ ମିନିଟରୁ ୧୦ଟା ୫୫ ମିନିଟ୍‌ ମଧ୍ୟରେ ମା ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହେବ। ନୂଆ ଧାନରୁ ପ୍ରସ୍ତୁତ ନୈବେଦ୍ୟ ଦେବୀଙ୍କୁ ଅର୍ପଣ କରାଯିବ। ଏଥିପାଇଁ ବଲବସପୁରର ଚାଷୀ ସୁଭାଷ ବେହେରା ଏବଂ ତାଙ୍କ ପରିବାର ମନ୍ଦିରକୁ ନୂଆ ଧାନ ପ୍ରଦାନ କରିଛନ୍ତି। ବର୍ଷର ପ୍ରଥମ ଉତ୍ପାଦିତ ନୂଆ ଧାନରୁ ନୈବେଦ୍ୟ ଅର୍ପଣ କରିବାର ବିଧି ରହିଛି । ଏଥିପାଇଁ ସେ କିଛିବର୍ଷ ହେବ ମା’ଙ୍କ ପାଖରେ ନୂଆଧାନ ଦେଇ ଆସୁଥିବା ଶ୍ରୀ ବେହେରା କହିଛନ୍ତି।

 

ନବାନ୍ନ ଲାଗି ପବିତ୍ର ନୂଆଁଖାଇ ମା ସମଲେଶ୍ୱରୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026

ଭୁବନେଶ୍ୱରର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ଦର୍ଶନ କଲେ ଓଜେସି ସଭାପତି ମହମ୍ମଦ ମୋକିମ

October 21, 2026
Latest News

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026

ଭୁବନେଶ୍ୱରର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ଦର୍ଶନ କଲେ ଓଜେସି ସଭାପତି ମହମ୍ମଦ ମୋକିମ

October 21, 2026

Jio IPO Opening Day: ପ୍ରଥମ ଦିନ ସନ୍ଧ୍ୟା ସୁଦ୍ଧା ମୋଟ ସବସ୍କ୍ରିପସନ ୩ ଗୁଣ, ଜିଓ ଆଇପିଓର ଧମାକାଦାର ଆରମ୍ଭ

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.