Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୪ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସହ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ବୁଝାମଣାପତ୍ର ସ୍ୱାକ୍ଷର
ଆଜିର ଖବର

୪ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସହ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ବୁଝାମଣାପତ୍ର ସ୍ୱାକ୍ଷର

August 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
CUO signs MoUs
CUO signs MoUs with 4 central University

ଭୁବନେଶ୍ଵର: ଉଚ୍ଚଶିକ୍ଷା ଏବଂ ଜନଜାତି ଗବେଷଣାକୁ ଉନ୍ନତ କରିବା ଉଦ୍ଦେଶ୍ୟରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଗତକାଲି ୪ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସହ ଏକ ଐତିହାସିକ ବୁଝାମଣାପତ୍ର ସ୍ୱାକ୍ଷର କରିଛି। ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ର ଲକ୍ଷ୍ୟ ସାଧନ ଓ ସମାବେଶୀ ତଥା ବହୁ ବିଷୟ ଆଧାରିତ ଶିକ୍ଷାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଗତକାଲି ହାଇଦ୍ରବାଦର ଇଂଲିସ ଆଣ୍ଡ ଫରେନ ଲାଙ୍ଗୁଏଜେସ୍ ୟୁନିର୍ଭସିଟି- EFLU, ବିଜୟନଗରମର କେନ୍ଦ୍ରୀୟ ଜନଜାତି ବିଶ୍ୱବିଦ୍ୟାଳୟ- CTUAP, ଅମରକଣ୍ଟକର ଇନ୍ଦିରା ଗାନ୍ଧୀ ଜାତୀୟ ଜନଜାତି ବିଶ୍ୱବିଦ୍ୟାଳୟ- IGNTU ଏବଂ ତେଲଙ୍ଗାନାର ସମକ୍କା ସାରକ୍କା କେନ୍ଦ୍ରୀୟ ଜନଜାତି ବିଶ୍ୱବିଦ୍ୟାଳୟ- SSCTU ସହ ଏହି ବୁଝାମଣା ସ୍ୱାକ୍ଷର କରିଛି।

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ପ୍ରଫେସର ନରସିଂହ ଚରଣ ପଣ୍ଡା, EFLUର କୁଳପତି ପ୍ରଫେସର ଏନ୍ ନାଗରାଜୁ, SSCTU ର କୁଳପତି ପ୍ରଫେସର ୟୁ.ଏଲ୍ ଶ୍ରୀନିବାସ, CTUAPର ଭାରପ୍ରାପ୍ତ କୁଳପତି ପ୍ରଫେସର ଟି. ଶ୍ରୀନିବାସନ ଏବଂ IGNTU ର ପ୍ରଫେସର ସୌଭାଗ୍ୟ ରଞ୍ଜନ ପାଢ଼ି ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଛନ୍ତି।

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ବୁଝାମଣାପତ୍ର ସ୍ୱାକ୍ଷର
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.