Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ଜଗଦୀପ୍‌ ଧନକର୍‌
ଆଜିର ଖବର

ପଶ୍ଚିମବଙ୍ଗର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ଜଗଦୀପ୍‌ ଧନକର୍‌

July 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଶ୍ଚିମବଙ୍ଗର ନୂତନ ରାଜ୍ୟପାଳ ଭାବେ ଜଗଦୀପ ଧନକର୍‌ ଆଜି ଶପଥ ନେଇଛନ୍ତି ।  ପୂର୍ବରୁ ଏଠାରେ କେଶରୀନାଥ ତ୍ରିପାଠୀ ରାଜ୍ୟପାଳ ରହିଥିଲେ । ରାଜଭବନରେ ଆୟୋଜିତ ଶପଥ ସମାରୋହରେ କଲିକତାର ଉଚ୍ଚ ନ୍ୟାୟାଳୟର ମୁଖ୍ୟ ନ୍ୟାୟଧୀଶ ଟିବିଏନ୍‌ ରାଧାକୃଷ୍ଣନ୍‌ ଜଗଦୀପଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତଥା ବିଧାନସଭାର ନେତା ତଥା ପ୍ରତିପକ୍ଷ  ଓ କଂଗ୍ରେସ ନେତା ଅବଦୁଲ୍‌ ମନ୍ନାନଙ୍କ ସମେତ ବହୁ ବରିଷ୍ଠ ରାଜନେତା ଉପସ୍ଥିତ ରହିଥିଲେ ।  ଜଗଦୀପ୍‌ ରାଜ୍ୟର ୨୮ତମ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି । ଜଗଦୀପ୍‌ ଧନକର୍‌ ୧୯୭୭ ମସିହାରେ ରାଜସ୍ଥାନ ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ । ୩୫ ବର୍ଷ ବୟସରେ ରାଜସ୍ଥାନ ହାଇକୋର୍ଟରେ ବାର୍‌ ଆସୋସିଏସନ୍‌ର ଅଧ୍ୟକ୍ଷ ମଧ୍ୟ ହୋଇଥିଲା ।  ଜଗଦୀପ୍‌ ଧନକର୍‌ ନବମ ଲୋକସଭା ପାଇଁ ଝୁନ୍‌ଝୁନ୍‌ ସଂସଦୀୟ ଆସନରୁ ଜନତା ଦଳ ତରଫରୁ ବିଜୟୀ ହୋଇଥିଲା। ୧୯୯୩ ମସିହାରେ ଅଜମେରର କିଶନଗଡ଼ ବିଧାନସଭା କ୍ଷେତ୍ରରୁ କଂଗ୍ରେସର ଟିକେଟରେ ବିଧାୟକ ହୋଇଥିଲା । ୨୦୦୩ରେ ବସୁନ୍ଧରା ରାଜେଙ୍କ ପ୍ରଦେଶ ଅଧ୍ୟକ୍ଷ ହେବା ପରେ ସେ ବିଜେପିର ସଦସ୍ୟତା ଗ୍ରହଣ କରିଥିଲେ । ୟୁପି, ପଶ୍ଚିମବଙ୍ଗ, ତ୍ରିପୁରା, ମଧ୍ୟପ୍ରଦେଶ, ବିହାର, ନାଗାଲାଣ୍ଡ ଆଦି ରାଜ୍ୟରେ ନୂତନ ରାଜ୍ୟପାଳ ନିଯୁକ୍ତି କରାଯାଇଛି ।

 

Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Latest News

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.