Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପେହଲଓ୍ବାନ୍‌ରେ ଏକତ୍ର ନଜର ଆସିବେ ସୁନୀଲ ସେଟ୍ଟୀ- ସୁଦୀପ୍‌
ଆଜିର ଖବର

ପେହଲଓ୍ବାନ୍‌ରେ ଏକତ୍ର ନଜର ଆସିବେ ସୁନୀଲ ସେଟ୍ଟୀ- ସୁଦୀପ୍‌

July 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଲିଉଡ୍‌ ଅଭିନେତା ସୁନୀଲ ସେଟ୍ଟୀ ପୁଣି ଥରେ ସିଲ୍‌ଭର ସ୍କ୍ରିନ୍‌କୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି । ବହୁଭାଷୀ ଫିଲ୍ମ ପେହେଲଓ୍ବାନ୍‌ରେ କନ୍ନଡ ତାରକା କିଚ୍ଚା ସୁଦୀପଙ୍କ ସହିତ ନଜର ଆସିବାକୁ ଯାଉଛନ୍ତି ସୁନୀଲ । ଫିଲ୍ମଟି ଏକକାଳୀନ ହିନ୍ଦି, କନ୍ନଡ, ତାମିଲ, ତେଲୁଗୁ ଏବଂ ମାଲାୟଲମରେ ରିଲିଜ ହେବାକୁ ଯାଉଛି । ଫିଲ୍ମର ପ୍ରଥମ ଗୀତର ସୁଟିଂ ଶେଷ କରିଛନ୍ତି ସୁନୀଲ ଓ ସୁଦୀପ । ଫିଲ୍ମରେ ସୁଦୀପ୍‌ ଜଣେ କୁସ୍ତିଯୋଦ୍ଧା ଭାବରେ ନଜର ଆସିବାକୁ ଯାଉଥିବା ବେଳେ ସୁନୀଲ ତାଙ୍କ ପ୍ରଶିକ୍ଷକ ରହିଛନ୍ତି । ଫିଲ୍ମଟିର ନିର୍ଦ୍ଦେଶନା ଏସ୍‌ କ୍ରିଷ୍ଣା ଦେଉଥିବା ବେଳେ ଆକାଙ୍କ୍ଷା ସିଂ ସୁଦୀପ୍‌ଙ୍କ ବିପକ୍ଷରେ ନଜର ଆସିବେ ।

Share. Facebook Twitter LinkedIn Email WhatsApp Copy Link

Related Posts

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026

ପିଏମ ଆବାସ ହିତାଧିକାରୀଙ୍କୁ ବଡ ଆଶ୍ଵସ୍ତି

June 19, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ନୂଆ SOP

June 19, 2026
Latest News

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026

ପିଏମ ଆବାସ ହିତାଧିକାରୀଙ୍କୁ ବଡ ଆଶ୍ଵସ୍ତି

June 19, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ନୂଆ SOP

June 19, 2026

ଭୟଙ୍କର ସିରିଜ୍ ଦୁର୍ଘଟଣା, ଶିଶୁ ଓ ମହିଳାଙ୍କ ସମେତ ୧୩ ଆହତ

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.