Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୁବ୍‌ଶୀଘ୍ର ରାଜ୍ୟରେ ଆଉ ୩ଟି ପେଟ୍ରୋଲିୟମ୍‌ ପ୍ରକଳ୍ପ
ଆଜିର ଖବର

ଖୁବ୍‌ଶୀଘ୍ର ରାଜ୍ୟରେ ଆଉ ୩ଟି ପେଟ୍ରୋଲିୟମ୍‌ ପ୍ରକଳ୍ପ

July 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ ଆଉ ୩ଟି ସ୍ଥାନରେ ନୂଆ ପେଟ୍ରୋଲିୟମ୍‌ ପ୍ରକଳ୍ପ ହେବ ବୋଲି ଆଇଓସିଏଲ୍‌ର ଓଡ଼ିଶା ମୁଖ୍ୟ ମହାପ୍ରବନ୍ଧକ ଶୁଭଜିତ୍‌ ଘୋଷ ସୂଚନା ଦେଇଛନ୍ତି । ସେହିପରି ପାରାଦୀପଠାରେ ଏଲପିଜି ଟର୍ମିନାଲ୍‌ ଓ ଖୋର୍ଦ୍ଧାରେ ବଟଲିଂ ପ୍ଲାଣ୍ଟ ହେବ ବୋଲି ମଧ୍ୟ ସୂଚନା ରହିଛି । ବ୍ରହ୍ମପୁରଠାରେ ଇଣ୍ଡିଆନ ଅଏଲର ବଡ ଟର୍ମିନାଲ୍‌ ପ୍ରତିଷ୍ଠା ହେବ । ରାଜ୍ୟରେ ହେବାକୁ ଥିବା ୩ଟି ପ୍ରକଳ୍ପରେ ପ୍ରାୟ ୧୧ କୋଟି ଟଙ୍କା ନିବେଶ କରାଯିବ । ଏହାଦ୍ବାରା ୧ହଜାରରୁ ଅଧିକ ଲୋକଙ୍କୁ ନିଯୁକ୍ତି ମିଳବ ବୋଲି ସୂଚନା ଦେଇଛନ୍ତି ମହାପ୍ରବନ୍ଧକ ଶୁଭଜିତ୍‌ ଘୋଷ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026
Latest News

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସନ୍ତୃପ୍ତ ମିଶ୍ର ଏବଂ ଦତ୍ତେଶ୍ବର ହୋତା

March 5, 2026

ଅସୁସ୍ଥ ହୋଇପଡିଲେ ମନ୍ତ୍ରୀ ସୁରେଶ ପୂଜାରୀ, ଭୁବନେଶ୍ବର ପରେ ଏବେ ଦିଲ୍ଲୀ ଏମସ୍ କୁ ସ୍ଥାନାନ୍ତରିତ

March 5, 2026

US-Israel vs Iran Conflict: ଦୁବାଇରେ ଫସିରହିଥିବା ଭାରତୀୟ ଯାତ୍ରୀ ସୁରକ୍ଷିତ ଭାବେ ପହଞ୍ଚିଲେ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.