Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡ୍ରଗ୍ସ ମୁକ୍ତ ପାଇଁ ଉଚ୍ଚସ୍ତରୀୟ ବୈଠକ: ଆରମ୍ଭ ହେବ ସ୍ବତନ୍ତ୍ର ଧରପଗଡ଼ ଅଭିଯାନ
ଆଜିର ଖବର

ଡ୍ରଗ୍ସ ମୁକ୍ତ ପାଇଁ ଉଚ୍ଚସ୍ତରୀୟ ବୈଠକ: ଆରମ୍ଭ ହେବ ସ୍ବତନ୍ତ୍ର ଧରପଗଡ଼ ଅଭିଯାନ

August 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉଚ୍ଚସ୍ତରୀୟ ବୈଠକ
ଡ୍ରଗ୍ସ ମୁକ୍ତ ପାଇଁ ଉଚ୍ଚସ୍ତରୀୟ ବୈଠକ: ଆରମ୍ଭ ହେବ ସ୍ବତନ୍ତ୍ର ଧରପଗଡ଼ ଅଭିଯାନ

ଭୁବନେଶ୍ୱର: ଭୁବନେଶ୍ୱର ସହରକୁ ଡ୍ରଗ୍ସ ଏବଂ ଅନ୍ୟାନ୍ୟ ମାଦକ ଦ୍ରବ୍ୟ ସେବନ, ଚୋରାଚାଲାଣ ଓ ବିକ୍ରି‌ ଉପରେ ଅଙ୍କୁଶ ଲଗାଇବା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଅଧ୍ୟକ୍ଷତା କରି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଉପସ୍ଥିତିରେ ରାଜ୍ୟ ପୋଲିସ ବିଭାଗ, ଅବକାରୀ ବିଭାଗ, BMC ଏବଂ NCB ସହ ଆଲୋଚନା କରିଥିଲେ।

ଏହି ବୈଠକରେ ଡ୍ରଗ୍ସ ଫ୍ରୀ ଭୁବନେଶ୍ଵର, ମାଦକ ଦ୍ରବ୍ୟ ବିକ୍ରି, ଚୋରାଚାଲାଣ ଉପରେ ଅଙ୍କୁଶ ଲଗାଇବା ପାଇଁ ପୋଲିସ, ଅବକାରୀ, NCB, BMC ଙ୍କୁ ନେଇ ଗୋଟିଏ ସ୍ବତନ୍ତ୍ର ଧରପଗଡ଼ ଅଭିଯାନ ଭୁବନେଶ୍ବର ସହର ତଥା ଓଡ଼ିଶାର ସମସ୍ତ ଜିଲ୍ଲା ମାନଙ୍କରେ ଆରମ୍ଭ ହେବ ବୋଲି ନିଷ୍ପତ୍ତି ହୋଇଥିଲା।

ଉକ୍ତ ବୈଠକରେ ଉପସ୍ଥିତ ଥିବା ସମସ୍ତ ବିଭାଗୀୟ ମୁଖ୍ୟମାନଙ୍କୁ ନିଶା ନିବାରଣ ସହିତ ଚୋରା ନିଶାଦ୍ରବ୍ୟ ବେପାରୀମାନଙ୍କୁ ଧରିବା ପାଇଁ ନୂତନ ପ୍ରୟାସ ଓ ସ୍ୱତନ୍ତ୍ର ରଣକୌଶଳ ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ଓ ଆଖପାଖ ଅଞ୍ଚଳ ମାନଙ୍କରେ ନିଶାମୁକ୍ତ ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ପାଇଁ ନିଷ୍ପତ୍ତି ହୋଇଛି।

ଏହି ବୈଠକରେ ଅବକାରୀ ବିଭାଗର ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା,CID-CB/STF ର ଡ଼ିଆଇଜି ଡ଼ଃ ସାର୍ଥକ ଷଡ଼ଙ୍ଗୀ,ଅବକାରୀ ବିଭାଗର କମିଶନର ପି.ଅନ୍ବେଷା ରେଡ୍ଡୀ, NCB ର ଆଞ୍ଚଳିକ ନିର୍ଦ୍ଦେଶକ କୁଳଦୀପ ଶର୍ମା, ଭୁବନେଶ୍ବର -କଟକର ଅତିରିକ୍ତ ପୋଲିସ କମିଶନର ନରସିଂହ ଭୋଳଙ୍କ ସମେତ ବିଭାଗୀୟ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।

bhubaneswar DrugFreeOdisha Odisha OdishaAgainstDrugs
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍: ଓଡ଼ିଶା ପୋଲିସ ଦଳକୁ ଶୁଭେଚ୍ଛା ଜଣାଇଲେ ଡିଜିପି

April 10, 2026

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

April 10, 2026

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026
Latest News

ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍: ଓଡ଼ିଶା ପୋଲିସ ଦଳକୁ ଶୁଭେଚ୍ଛା ଜଣାଇଲେ ଡିଜିପି

April 10, 2026

ବେକାର ଯୁବକ ଯୁବତୀଙ୍କ ପାଇଁ ମାସିକ ୩ ହଜାର: ବଙ୍ଗଳା ପାଇଁ ବିଜେପିର ବଡ଼ ଘୋଷଣା

April 10, 2026

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

April 10, 2026

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

ସେପଟେ ପାକିସ୍ଥାନରେ ଯୁଦ୍ଧ ରୋକିବାକୁ ବୈଠକ, ଏପଟେ ଭାରତ ଏବଂ ଆମେରିକା ମଧ୍ୟରେ ହେଲା ବଡ଼ ଚୁକ୍ତି

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.