Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଆଜିର ଖବର

ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

August 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରପତି ଜେଲେନସ୍କି
ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି। ରାଷ୍ଟ୍ରପତି ଜେଲେନସ୍କି ୟୁକ୍ରେନର ସାମ୍ପ୍ରତିକ ସ୍ଥିତି ଉପରେ ନିଜର ଦୃଷ୍ଟିକୋଣ ବିଷୟରେ କହିଥିଲେ। ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଧନ୍ୟବାଦ ଜଣାଇବା ସହ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ତଥା ଯଥାଶୀଘ୍ର ଶାନ୍ତି ଫେରାଇ ଆଣିବା ଉଦ୍ଦେଶ୍ୟରେ ପ୍ରୟାସକୁ ସମର୍ଥନ କରିବା ଲାଗି ଭାରତର ଦୃଢ଼ ଏବଂ ନିରନ୍ତର ଆଭିମୁଖ୍ୟକୁ ଦୋହରାଇଥିଲେ।

ଏହି ପରିପ୍ରେକ୍ଷୀରେ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବା ଲାଗି ଭାରତର ପ୍ରତିବଦ୍ଧତାକୁ ପ୍ରଧାନମନ୍ତ୍ରୀ ଦୋହରାଇଥିଲେ। ଦୁଇ ନେତା ଭାରତ-ୟୁକ୍ରେନ୍ ଦ୍ୱିପାକ୍ଷିକ ଭାଗିଦାରୀର ଅଗ୍ରଗତିର ମଧ୍ୟ ସମୀକ୍ଷା କରିଥିଲେ ଏବଂ ପାରସ୍ପରିକ ସ୍ୱାର୍ଥ ସହ ଜଡ଼ିତ ସମସ୍ତ କ୍ଷେତ୍ରରେ ସହଯୋଗକୁ ଆହୁରି ବୃଦ୍ଧି କରିବାର ଉପାୟ ଉପରେ ଆଲୋଚନା କରିଥିଲେ।

ଉଭୟ ନେତା ଯୋଗାଯୋଗରେ ରହିବାକୁ ରାଜି ହୋଇଥିଲେ।

ଜେଲେନସ୍କି ଦ୍ୱିପାକ୍ଷିକ ଭାଗିଦାରୀ ନରେନ୍ଦ୍ର ମୋଦୀ ଭାରତ-ୟୁକ୍ରେନ୍ ୟୁକ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ଘନିଭୂତ ହେବାରେ ଲାଗିଛି ଲଘୁଚାପ, ଆଜି ଚାରିଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରୀ

September 3, 2025

ଟ୍ରମ୍ପଙ୍କ ଅତିରିକ୍ତ ଶୁଳ୍କ ବିରୋଧରେ ବିଜେପିର ବଡ ଯୋଜନା, ସେପ୍ଟେମ୍ବର 25 ରୁ ହେବ ଆରମ୍ଭ

September 3, 2025

ଦିଲ୍ଲୀରେ ପହଞ୍ଚିଲେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ, ଜାଣନ୍ତୁ କଣ ରହିଛି କାର୍ଯ୍ୟକ୍ରମ

September 3, 2025

ଆଜି ବସିବ ଜିଏସଟି ବୈଠକ, କଣ ହେବ ନିଷ୍ପତି, ରହିଛି ସମସ୍ତଙ୍କ ନଜର

September 3, 2025
Latest News

ଘନିଭୂତ ହେବାରେ ଲାଗିଛି ଲଘୁଚାପ, ଆଜି ଚାରିଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରୀ

September 3, 2025

ଟ୍ରମ୍ପଙ୍କ ଅତିରିକ୍ତ ଶୁଳ୍କ ବିରୋଧରେ ବିଜେପିର ବଡ ଯୋଜନା, ସେପ୍ଟେମ୍ବର 25 ରୁ ହେବ ଆରମ୍ଭ

September 3, 2025

ବିଜେଡି ନେତ୍ରୀ ଦୀପାଳି ଦାସ ମସଜିଦ ଭିତରେ କାହିଁକି ପ୍ରାର୍ଥନା କଲେ

September 3, 2025

ଦିଲ୍ଲୀରେ ପହଞ୍ଚିଲେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ, ଜାଣନ୍ତୁ କଣ ରହିଛି କାର୍ଯ୍ୟକ୍ରମ

September 3, 2025

ଆଜି ବସିବ ଜିଏସଟି ବୈଠକ, କଣ ହେବ ନିଷ୍ପତି, ରହିଛି ସମସ୍ତଙ୍କ ନଜର

September 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.