Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ ଆରମ୍ଭ ହେଲା ସହର ସାଥୀ, ସହରାଞ୍ଚଳ ଲୋକେ ଫୋନ କଲେ ମିଳିବ ସେବା
ଆଜିର ଖବର

ଆଜିଠାରୁ ଆରମ୍ଭ ହେଲା ସହର ସାଥୀ, ସହରାଞ୍ଚଳ ଲୋକେ ଫୋନ କଲେ ମିଳିବ ସେବା

August 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜିଠାରୁ ଆରମ୍ଭ ହେଲା
ଆଜିଠାରୁ ଆରମ୍ଭ ହେଲା ସହର ସାଥୀ, ସହରାଞ୍ଚଳ ଲୋକେ ଫୋନ କଲେ ମିଳିବ ସେବା

ଭୁବନେଶ୍ବର: ଆଜିଠାରୁ ସହରାଞ୍ଚଳରେ ଲାଗୁ ହେଲା ସହର ସାଥୀ। ଟୋଲ-ଫ୍ରି କଲ କଲେ ମିଳିବ ସହରାଞ୍ଚଳ ଲୋକଙ୍କୁ ବିଭିନ୍ନ ସେବା । ଆଜି ସ୍ବାୟତ୍ତ ଶାସନ ଦିବସରେ ଏହି ସେବାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ, ଆଜି ଆମେ ଏକ ନୂଆ ପଦକ୍ଷେପ ନେଉଛୁ,୧୯୨୯ ଟୋଲ୍-ଫ୍ରି କଲ୍ ସେଣ୍ଟର “ସହର ସାଥୀ” ଆରମ୍ଭ କରୁଛୁ । ଆଜିଠାରୁ ଆପଣମାନଙ୍କୁ ଆଉ ପୌରପାଳିକା କାର୍ଯ୍ୟାଳୟକୁ ଯିବାକୁ ପଡ଼ିବ ନାହିଁ । କେବଳ ଏକ ଫୋନ୍ କଲେ, ଆପଣଙ୍କର ଅଭିଯୋଗ, ପ୍ରଶ୍ନ, କିମ୍ବା ପ୍ରସ୍ତାବ ସିଧାସଳଖ ସହର ସାଥୀ ପାଖରେ ପହଞ୍ଚିବ।

ସହର ସାଥୀ ୨୪ ଘଣ୍ଟା ଆପଣଙ୍କ ପାଇଁ ସେବାରେ ରହିବେ। ଆମର କେବଳ ଗୋଟିଏ ଲକ୍ଷ୍ୟ ହେବା ଉଚିତ, ‘ଲୋକଙ୍କୁ ସେମାନଙ୍କ ଆକାଂକ୍ଷିତ ମୌଳିକ ସୁବିଧା ପ୍ରଦାନ କରାଇ ସେମାନଙ୍କ ଦୈନନ୍ଦିନ ଜୀବନକୁ ସ୍ବଚ୍ଛନ୍ଦ, ସାବଲିଳ ଏବଂ ସହଜ କରିବା’।

ଟୋଲ-ଫ୍ରି କଲ ସହର ସାଥୀ ସ୍ବାୟତ୍ତ ଶାସନ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ଧାର ରାତିରେ ସାଧାରଣ ଲୋକଙ୍କ ଘର ଉପରେ ବୋମା ମାଡ କଲା ପାକିସ୍ତାନୀ ସେନା: ୩୦ ରୁ ଉର୍ଦ୍ଧ୍ଵ ମୃତ

September 22, 2025

ନିର୍ବାଚନ ଜିତିଲେ ପୂର୍ବତନ ମୁଖ୍ୟ ସଚିବ ପ୍ରଦୀପ ଜେନା, ଖୁସିରେ ନାଚିଲେ ପ୍ରଶଂସକ

September 22, 2025

ବ୍ୟାଟିଂ ସମୟରେ ICC ନିୟମ ଭାଙ୍ଗିଲେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ, ଲାଗିପାରେ ଜରିମାନା

September 22, 2025

ହଟ୍ଟଗୋଳ ପାଇଁ ଚାଲିପାରିଲାନି ବିଧାନସଭା, ଅପରାହ୍ନ ପର୍ଯ୍ୟନ୍ତ ଗୃହ ମୁଲତବି, ଜାଣନ୍ତୁ କାରଣ

September 22, 2025
Latest News

ଅନ୍ଧାର ରାତିରେ ସାଧାରଣ ଲୋକଙ୍କ ଘର ଉପରେ ବୋମା ମାଡ କଲା ପାକିସ୍ତାନୀ ସେନା: ୩୦ ରୁ ଉର୍ଦ୍ଧ୍ଵ ମୃତ

September 22, 2025

ନିର୍ବାଚନ ଜିତିଲେ ପୂର୍ବତନ ମୁଖ୍ୟ ସଚିବ ପ୍ରଦୀପ ଜେନା, ଖୁସିରେ ନାଚିଲେ ପ୍ରଶଂସକ

September 22, 2025

ବ୍ୟାଟିଂ ସମୟରେ ICC ନିୟମ ଭାଙ୍ଗିଲେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ, ଲାଗିପାରେ ଜରିମାନା

September 22, 2025

ହଟ୍ଟଗୋଳ ପାଇଁ ଚାଲିପାରିଲାନି ବିଧାନସଭା, ଅପରାହ୍ନ ପର୍ଯ୍ୟନ୍ତ ଗୃହ ମୁଲତବି, ଜାଣନ୍ତୁ କାରଣ

September 22, 2025

ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କର ଅଳଙ୍କାର: ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

September 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.