Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାର ଟାଙ୍ଗି ହେଲା ଏନଏସି, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସାଂସଦ ଓ ବିଧାୟକ
ଆଜିର ଖବର

ଖୋର୍ଦ୍ଧାର ଟାଙ୍ଗି ହେଲା ଏନଏସି, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସାଂସଦ ଓ ବିଧାୟକ

August 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧାର ଟାଙ୍ଗି
ଖୋର୍ଦ୍ଧାର ଟାଙ୍ଗି ହେଲା ଏନଏସି, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସାଂସଦ ଓ ବିଧାୟକ

ଭୁବନେଶ୍ବର: ଆଜି ସ୍ବାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆ ୧୬ଟି ଏନଏସି ଏବଂ ୭ଟି ନୂଆ ମୁନିସିପାଲିଟି ନାମ ଘୋଷଣା କରିଛନ୍ତି। ତେବେ ନୂଆ ଏନଏସି ଘୋଷଣାରେ ରହିଛି ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର ଟାଙ୍ଗି ସହର। ଏହାକୁ ଆଜି ମୁଖ୍ୟମନ୍ତ୍ରୀ ଏନଏସି ଭାବେ ଘୋଷଣା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଭେଟି ଧନ୍ୟବାଦ ଦେଇଛନ୍ତି ସାଂସଦ ଓ ଖୋର୍ଦ୍ଧା ବିଧାୟକ।

ଆଜି ସାଂସଦ ଅପରାଜିତା ଷଡଙ୍ଗୀଙ୍କ ନେତୃତ୍ବରେ ଏକ ଦଳ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ଏଥିରେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ବିଜେପି ନେତା ଜଗନ୍ନାଥ ପ୍ରଧାନ, ପ୍ରିୟଦର୍ଶୀ ମିଶ୍ର ଏବଂ ଜଟଣୀର ବିଶ୍ବରଂଜନ ବଡଜେନା।

 

ଅପରାଜିତା ଷଡଙ୍ଗୀ ଖୋର୍ଦ୍ଧାର ଟାଙ୍ଗି ଟାଙ୍ଗି ଏନଏସି ପ୍ରଶାନ୍ତ ଜଗଦ୍ଦେବ
Share. Facebook Twitter LinkedIn Email WhatsApp Copy Link

Related Posts

କରମା ପୂଜା ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

September 3, 2025

ସେମିକନ୍ ଇଣ୍ଡିଆ 2025ର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆଲୋଚନା

September 3, 2025

ଘନିଭୂତ ହେବାରେ ଲାଗିଛି ଲଘୁଚାପ, ଆଜି ଚାରିଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରୀ

September 3, 2025

ଟ୍ରମ୍ପଙ୍କ ଅତିରିକ୍ତ ଶୁଳ୍କ ବିରୋଧରେ ବିଜେପିର ବଡ ଯୋଜନା, ସେପ୍ଟେମ୍ବର 25 ରୁ ହେବ ଆରମ୍ଭ

September 3, 2025
Latest News

କରମା ପୂଜା ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

September 3, 2025

ସେମିକନ୍ ଇଣ୍ଡିଆ 2025ର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆଲୋଚନା

September 3, 2025

ଘନିଭୂତ ହେବାରେ ଲାଗିଛି ଲଘୁଚାପ, ଆଜି ଚାରିଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରୀ

September 3, 2025

ଟ୍ରମ୍ପଙ୍କ ଅତିରିକ୍ତ ଶୁଳ୍କ ବିରୋଧରେ ବିଜେପିର ବଡ ଯୋଜନା, ସେପ୍ଟେମ୍ବର 25 ରୁ ହେବ ଆରମ୍ଭ

September 3, 2025

ବିଜେଡି ନେତ୍ରୀ ଦୀପାଳି ଦାସ ମସଜିଦ ଭିତରେ କାହିଁକି ପ୍ରାର୍ଥନା କଲେ

September 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.