Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ଗଣେଶ ଭସାଣୀକୁ ନେଇ ଗୋଷ୍ଠୀ ସଂଘର୍ଷ, ଚାରି ଆହତ, ପୋଲିସ ମୁତୟନ
ଆଜିର ଖବର

ଭୁବନେଶ୍ବରରେ ଗଣେଶ ଭସାଣୀକୁ ନେଇ ଗୋଷ୍ଠୀ ସଂଘର୍ଷ, ଚାରି ଆହତ, ପୋଲିସ ମୁତୟନ

August 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ଗଣେଶ ଭସାଣୀ
ଭୁବନେଶ୍ବରରେ ଗଣେଶ ଭସାଣୀକୁ ନେଇ ଗୋଷ୍ଠୀ ସଂଘର୍ଷ, ଚାରି ଆହତ, ପୋଲିସ ମୁତୟନ

ଭୁବନେଶ୍ବର: ଆଜି ରାତିରେ ଭୁବନେଶ୍ବରରେ ଗଣେଶ ଭସାଣୀକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଛି। ଫଳରେ ଚାରି ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସପିଟାଲ ଏବଂ ଏମସରେ ଭର୍ତ୍ତି କରାଯାଇଛି। ତେବେ ପୂର୍ବ ଶତ୍ରୁତା ଯୋଗୁଁ ଏପରି ଗୋଷ୍ଠୀ ସଂଘର୍ଷ ହୋଇଛି ବୋଲି ଜଣାପଡିଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରାଯାଇଛି।

ଘଟଣାରୁ ଜଣାପଡିଛି ଯେ, ଆଜି ଭୁବନେଶ୍ବରର ପାତ୍ରପଡାରେ ଗଣେଶ ଭଷାଣୀ କରାଯାଉଥିଲା। ଏହି ଶୋଭାଯାତ୍ରାରେ ଏକ ଡିଜେ ବାଜୁଥିଲା। ଏହାକୁ ନେଇ ଅନ୍ୟ ଏକ ଗୋଷ୍ଠୀ ବନ୍ଦ କରିବାକୁ କହିଥିଲେ। ହେଲେ ତାହା କେହି ଶୁଣି ନ ଥିଲେ। ଫଳରେ ଉଭୟ ପକ୍ଷ ମଧ୍ୟରେ ଧସ୍ତାଧସ୍ତି ପରେ ମାଡପିଟି ଆରମ୍ଭ ହୋଇଯାଇଥିଲା। ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଥିବାରୁ ପୋଲିସ ମୁତୟନ କରାଯାଇଛି।

ଗଣେଶ ଭସାଣୀ ମାଡପିଟି ଗୋଷ୍ଠୀ ସଂଘର୍ଷ ପାତ୍ରପଡା ଭୁବନେଶ୍ବରରେ ଗଣେଶ ଭସାଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ମାଲ ପରିବହନ କ୍ଷେତ୍ରରେ ରେଳବାଇର ନୂଆ ରେକର୍ଡ: ଗୋଟିଏ ଦିନରେ ୮୯୨ ଟ୍ରେନ୍ ଅଦଳବଦଳ

January 15, 2026

ରିଲିଜ୍ ହେଲା ଓଡ଼ିଆ ଚଳଚ୍ଚିତ୍ର ‘ଦ ମିଲେଟ୍ ଡାଏରୀ’ର ଟିଜର

January 15, 2026

ପିଏମ୍ ଜନ-ଧନ ଯୋଜନା: ସରକାରୀ ସହାୟତା ପାଉଥିବାରୁ ଖୁସି ବ୍ୟକ୍ତ କଲେ ହିତାଧିକାରୀ

January 15, 2026

ଏଆଇ-ଆଧାରିତ ଶିକ୍ଷା ସଂସ୍କାର ଉପରେ ଆଲୋଚନାଚକ୍ର

January 15, 2026
Latest News

ମାଲ ପରିବହନ କ୍ଷେତ୍ରରେ ରେଳବାଇର ନୂଆ ରେକର୍ଡ: ଗୋଟିଏ ଦିନରେ ୮୯୨ ଟ୍ରେନ୍ ଅଦଳବଦଳ

January 15, 2026

ରିଲିଜ୍ ହେଲା ଓଡ଼ିଆ ଚଳଚ୍ଚିତ୍ର ‘ଦ ମିଲେଟ୍ ଡାଏରୀ’ର ଟିଜର

January 15, 2026

ପିଏମ୍ ଜନ-ଧନ ଯୋଜନା: ସରକାରୀ ସହାୟତା ପାଉଥିବାରୁ ଖୁସି ବ୍ୟକ୍ତ କଲେ ହିତାଧିକାରୀ

January 15, 2026

ଏଆଇ-ଆଧାରିତ ଶିକ୍ଷା ସଂସ୍କାର ଉପରେ ଆଲୋଚନାଚକ୍ର

January 15, 2026

ଲୋକଭବନ ଉଦ୍ୟାନ ପରିଦର୍ଶନରେ ଆସିଥିବା ପିଲାମାନଙ୍କ ସହ ଖୁସି ବାଣ୍ଟିଲେ ରାଜ୍ୟପାଳ

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.