Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»4 ତାରିଖରେ ଲଘୁଚାପ ସମ୍ଭାବନା : ସ୍ବାଭାବିକ ଠାରୁ 20 ପ୍ରତିଶତ କମ୍‌ ବର୍ଷା
ଆଜିର ଖବର

4 ତାରିଖରେ ଲଘୁଚାପ ସମ୍ଭାବନା : ସ୍ବାଭାବିକ ଠାରୁ 20 ପ୍ରତିଶତ କମ୍‌ ବର୍ଷା

July 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସନ୍ତା 4 ତାରିଖରୁ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି । ସୂଚନାନୁସାରେ, ରାଜ୍ୟରେ ମୌସୁମୀ ଏକ ପ୍ରକାର ଉଭାନ ହୋଇଯାଇଥିଲା । କିନ୍ତୁ ଓଡିଶା-ଆନ୍ଧ୍ର ସୀମାରେ ସୃଷ୍ଟ ଲଘୁଚାପ ହେତୁ ମୌସୁମୀ ପୁଣି ସକ୍ରିୟ ହେବା ସହ ସାରା ଓଡିଶାକୁ ଭିଜାଇଥିଲା । ଫଳରେ ଅନେକ ନଦୀର ଜଳସ୍ତର ବୃଦ୍ଧି ପାଇଥିଲା । ଏପରିକି ଦକ୍ଷିଣ ଓଡିଶାର କିଛି ଜିଲ୍ଲାର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଲଗାତାର ଭାବେ 5 ଦିନ ବର୍ଷିବା ପରେ ଏବେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷାର ପରିମାଣ କମିଛି । କିଛି ସ୍ଥାନରେ 2 ଦିନ ହେଲା ଆଦୌ ବର୍ଷା ହୋଇନାହିଁ । ଆଉ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇଛି । ଭୁବନେଶ୍ୱର ସ୍ଥିତି ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା 48 ଘଂଟା ମଧ୍ୟରେ ସ୍ପଳ୍ପ ବୃଷ୍ଟିପାତ ହେବ । ଅଗଷ୍ଟ 2 ରେ ଦକ୍ଷିଣ ଓଡିଶା ଓ 3 ରେ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବ । ସେହିପରି 4 ତାରିଖରେ ଉତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏବେ ସୁଧା 20 ପ୍ରତିଶତ କମ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର କହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026
Latest News

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.