Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଗ୍ନୋର ନାମଲେଖା ସମୟ ବୃଦ୍ଧି ପାଇଲା, ଜାଣନ୍ତୁ କେତେ ତାରିଖ
ଆଜିର ଖବର

ଇଗ୍ନୋର ନାମଲେଖା ସମୟ ବୃଦ୍ଧି ପାଇଲା, ଜାଣନ୍ତୁ କେତେ ତାରିଖ

September 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଗ୍ନୋର ନାମଲେଖା ସମୟ
ଇଗ୍ନୋର ନାମଲେଖା ସମୟ ବୃଦ୍ଧି ପାଇଲା, ଜାଣନ୍ତୁ କେତେ ତାରିଖ

ନୂଆଦିଲ୍ଲୀ: ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇଗ୍ନୋ କର୍ତ୍ତୃପକ୍ଷ  ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଏବଂ ପୁନଃ ପଞ୍ଜିକରଣ ସମାୟାବଧିକୁ ମଧ୍ୟ ଚଳିତ ମାସ ସେପ୍ଟେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ପୁନଃ ପଞ୍ଜିକରଣ ପାଇଁ ଅତିରିକ୍ତ ୨୦୦ ଟଙ୍କା ବିଳମ୍ବ ଶୁଳ୍କ ଦେବାକୁ ହେବ।

ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.in କୁ ଅନୁସରଣ କରିପାରିବେ। ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in। ଅଣ୍ଡର ଗ୍ରାଜୁଏଟ (BSCM), (BCOMF), (BAM) ପ୍ରୋଗ୍ରାମରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କପାଇଁ  ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି।

ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଯଦି ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ ତେବେ ସେମାନେ ଇଗ୍ନୋ ତରଫରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ। ଏ ବର୍ଷ   M.Sc.ରେ କିଛି ନୂତନ ପାଠ୍ୟକ୍ରମ ଆରମ୍ଭ କରାଯାଇଛି। ଏଥିମଧ୍ୟରେ M.Sc. (Zoology), M.Sc. (Chemistry), M.Sc. (Analytical Chemistry), M.Sc. (Biochemistry), M.Sc. (Geoinformatics), M.Sc. (Physics), M.Sc. (Applied Statistics), M.Sc. (Geography) (MSCGG) ଏବଂ AICTE ସ୍ୱୀକୃତିପ୍ରାପ୍ତ MBA ଓ MCA ଅନ୍ୟତମ।

ସମ୍ପୂର୍ଣ୍ଣ ପ୍ରସ୍ପେକ୍ଟସ୍  ସିଧାସଳଖ ଇଗ୍ନୋ ୱେବସାଇଟରୁ ଡାଉନଲୋଡ କରାଯାଇପାରିବ। ନୂତନ ଶିକ୍ଷାନୀତି ଅନୁଯାୟୀ ଜଣେ ଚାହିଁଲେ ଦୁଇଟି ବିଷୟରେ ଡ଼ିଗ୍ରୀ କରିପାରିବେ  ଏବଂ ଏହି ବିଷୟରେ ସମ୍ପୂର୍ଣ୍ଣ ବିବରଣୀ ଇଗ୍ନୋର ୱେବସାଇଟରେ ପ୍ରଦାନ କରାଯାଇଛି। ଅନ୍ୟାନ୍ୟ ସୂଚନା ପାଇବା ପାଇଁ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଭୁବନେଶ୍ୱରକୁ ନିମ୍ନଲିଖିତ ଫୋନ କିମ୍ବା ଇ-ମେଲ ଜରିଆରେ ଯୋଗାଯୋଗ କରିବାପାଇଁ ଆଞ୍ଚଳିକ କେନ୍ଦ୍ରର ବରିଷ୍ଠ ନିର୍ଦ୍ଦେଶକ ଡ଼. ମନୋଜ କୁମାର ଦାଶ ଜଣାଇଛନ୍ତି। ଫୋନ-୦୬୭୪-୨୩୦୧୩୪୮, ୨୯୭୧୦୭୧

IGNOU ଇଗ୍ନୋ ଇଗ୍ନୋର ନାମଲେଖା ସମୟ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ–ବାଙ୍ଗିରିପୋସି–ପୁରୀ ଏକ୍ସପ୍ରେସରେ ବଢିଲା ସିଟ୍ ସଂଖ୍ୟା, ମିଳିବ ଅଧିକ ସୁବିଧା

September 1, 2025

କଂଗ୍ରେସ ଆରମ୍ଭ କଲା ସଙ୍ଗଠନ ସୃଜନ ଅଭିଯାନ, ବଛାହେବେ ନୂତନ ଜିଲ୍ଲା ସଭାପତି

September 1, 2025

ଦୀକ୍ଷା ୨.୦’ ସମେତ ବିଭିନ୍ନ ଶିକ୍ଷାଗତ ପଦକ୍ଷେପ ଉଦଘାଟନ ଏବଂ ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

September 1, 2025

ଡିଏଭି କଳିଙ୍ଗ ନଗର ଅଧ୍ୟକ୍ଷ ବଳରାମ ମହାପାତ୍ରଙ୍କୁ ଓଡ଼ିଶା ଗୌରବ ସମ୍ମାନ-୨୦୨୫ ପ୍ରଦାନ

September 1, 2025
Latest News

ପୁରୀ–ବାଙ୍ଗିରିପୋସି–ପୁରୀ ଏକ୍ସପ୍ରେସରେ ବଢିଲା ସିଟ୍ ସଂଖ୍ୟା, ମିଳିବ ଅଧିକ ସୁବିଧା

September 1, 2025

କଂଗ୍ରେସ ଆରମ୍ଭ କଲା ସଙ୍ଗଠନ ସୃଜନ ଅଭିଯାନ, ବଛାହେବେ ନୂତନ ଜିଲ୍ଲା ସଭାପତି

September 1, 2025

ଦୀକ୍ଷା ୨.୦’ ସମେତ ବିଭିନ୍ନ ଶିକ୍ଷାଗତ ପଦକ୍ଷେପ ଉଦଘାଟନ ଏବଂ ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

September 1, 2025

ଡିଏଭି କଳିଙ୍ଗ ନଗର ଅଧ୍ୟକ୍ଷ ବଳରାମ ମହାପାତ୍ରଙ୍କୁ ଓଡ଼ିଶା ଗୌରବ ସମ୍ମାନ-୨୦୨୫ ପ୍ରଦାନ

September 1, 2025

ଇଗ୍ନୋର ନାମଲେଖା ସମୟ ବୃଦ୍ଧି ପାଇଲା, ଜାଣନ୍ତୁ କେତେ ତାରିଖ

September 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.