Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାତ୍ରୀମାନଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ଅବଧି ବୃଦ୍ଧି କଲା ପୂର୍ବତଟ ରେଳପଥ
ଆଜିର ଖବର

ଯାତ୍ରୀମାନଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ଅବଧି ବୃଦ୍ଧି କଲା ପୂର୍ବତଟ ରେଳପଥ

September 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯାତ୍ରୀମାନଙ୍କ ସୁବିଧା ପାଇଁ
ଯାତ୍ରୀମାନଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ରହଣି ବୃଦ୍ଧି କଲା ପୂର୍ବତଟ ରେଳପଥ

ଭୁବନେଶ୍ବର: ପୂର୍ବତଟ ରେଳପଥ ନିମ୍ନଲିଖିତ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ସମୟ, ରହଣି ଏବଂ ସଂରଚନାକୁ ବଜାୟ ରଖିବା ସହ ପରିଚାଳନା ଅବଧି ବୃଦ୍ଧି କରିଛି ଏହା ଦ୍ଵାରା ଯାତ୍ରୀଙ୍କ ବର୍ଦ୍ଧିତ ଚାହିଦା ପୂରଣ ହେବା ସହ ନିରନ୍ତର ଯାତ୍ରା ସୁବିଧା ଯୋଗାଇବରେ ବିଶେଷ ସହାୟକ ହେବ :

ଟ୍ରେନ ନମ୍ବର ୦୮୦୧୧/୦୮୦୧୨ ଭଞ୍ଜପୁର-ପୁରୀ-ଭଞ୍ଜପୁର ସ୍ୱତନ୍ତ୍ର:
ଭଞ୍ଜପୁରରୁ ୧୩ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ବଢ଼ାଯାଇଛି
ପୁରୀରୁ ୧୪ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ବଢ଼ାଯାଇଛି

ଟ୍ରେନ ନମ୍ବର ୦୨୮୩୯/୦୨୮୪୦ ଶାଲିମାର-ପୁରୀ-ଶାଲିମାର ସ୍ୱତନ୍ତ୍ର:
ଶାଲିମାରରୁ ୧୪ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ବଢ଼ାଯାଇଛି
ପୁରୀରୁ ୧୫ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ବଢ଼ାଯାଇଛି

ଯାତ୍ରୀମାନଙ୍କୁ ଏହି ସମ୍ପ୍ରସାରଣକୁ ଧ୍ୟାନ ଦେବାକୁ ଏବଂ ସେହି ଅନୁସାରେ ସେମାନଙ୍କର ଯାତ୍ରା ଯୋଜନା କରିବାକୁ ପରାମର୍ଶ ଦିଆଯାଉଛି।

East Coast Railway ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ବନାମ ଇଂଲଣ୍ଡ ପ୍ରଥମ ଦିନିକିଆ: କେତେବେଳେ ଆରମ୍ଭ ହେବ ମ୍ୟାଚ୍?

July 14, 2026

ଇ-୨୦ ଉପରେ କଠୋର ଆଭିମୁଖ୍ୟ: କଡ଼ା ନିର୍ଦ୍ଦେଶ ଦେଲେ ସରକାର

July 14, 2026

ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ସରକାରଙ୍କ କାର୍ଯ୍ୟାନୁଷ୍ଠାନ: ଇରାନୀ ଦୂତାବାସକୁ କଲେ ସମନ

July 14, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ପିଚ୍ ରିପୋର୍ଟ

July 14, 2026
Latest News

ଭାରତ ବନାମ ଇଂଲଣ୍ଡ ପ୍ରଥମ ଦିନିକିଆ: କେତେବେଳେ ଆରମ୍ଭ ହେବ ମ୍ୟାଚ୍?

July 14, 2026

ଇ-୨୦ ଉପରେ କଠୋର ଆଭିମୁଖ୍ୟ: କଡ଼ା ନିର୍ଦ୍ଦେଶ ଦେଲେ ସରକାର

July 14, 2026

ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ସରକାରଙ୍କ କାର୍ଯ୍ୟାନୁଷ୍ଠାନ: ଇରାନୀ ଦୂତାବାସକୁ କଲେ ସମନ

July 14, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ପିଚ୍ ରିପୋର୍ଟ

July 14, 2026

ସୁନା କିଣିବା ପାଇଁ ଏହା କ’ଣ ଠିକ୍ ସମୟ?: ଜାଣନ୍ତୁ ଆଜିର ମୂଲ୍ୟ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.