Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟ ବିଚାରପତିଙ୍କ ଐତିହାସିକ ନିଷ୍ପତ୍ତି : ଅବସ୍ଥାପିତ ବିଚାରପତିଙ୍କ ବିରୋଧରେ ମାମଲା ରୁଜୁ
ଆଜିର ଖବର

ମୁଖ୍ୟ ବିଚାରପତିଙ୍କ ଐତିହାସିକ ନିଷ୍ପତ୍ତି : ଅବସ୍ଥାପିତ ବିଚାରପତିଙ୍କ ବିରୋଧରେ ମାମଲା ରୁଜୁ

July 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରଥମ ଥର ପାଇଁ ଦେଶରେ ହାଇକୋର୍ଟର ସିଟିଙ୍ଗ୍ ଜଜ (ଅବସ୍ଥାପିତ ବିଚାରପତି)ଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ଭାରତ ଇତିହାସରେ ପ୍ରଥମଥର ପାଇଁ ଏପରି ଏକ ମାମଲା ହୋଇଛି । ମୁଖ୍ୟ ନ୍ୟାୟାଧୀଶ ରଞ୍ଜନ ଗୋଗେଇ ଏଥିପାଇଁ ଅନୁମତି ଦେଇଛନ୍ତି । ଆଲ୍ଲାବାଦ ହାଇକୋର୍ଟର ଜଷ୍ଟିସ୍ ଏସଏନ ଶୁକ୍ଳାଙ୍କ ବିରୋଧରେ ଭ୍ରଷ୍ଟାଚାରୀ ନିରୋଧୀ କାନୁନ ଆଧାରରେ ସିବିଆଇକୁ ମକଦ୍ଦମା ରୁଜୁ ପାଇଁ ମୁଖ୍ୟ ନ୍ୟାୟାଧୀଶ ଅନୁମତି ଦେଇଛନ୍ତି। ତେବେ ହାଇକୋର୍ଟର କୌଣସୀ ସିଟିଙ୍ଗ୍ ଜଜଙ୍କ ବିରୋଧରେ ଏଭଳି ପ୍ରଥମ ଥର ପାଇଁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ହାଇକୋର୍ଟ ଜଷ୍ଟିସ୍ ଏସଏନ.ଶୁକ୍ଳାଙ୍କ ବିରୋଧରେ ଭ୍ରଷ୍ଟାଚାରରେ ଲିପ୍ତ ଥିବା ଗମ୍ଭୀର ଅଭିଯୋଗ ହୋଇଛି । ୟୁପିର ମେଡିକାଲ କଲେଜରେ ଏମବିବିଏସ୍ ପ୍ରବେଶ ପାଇଁ ସେ ନିଜର କ୍ଷମତାର ଦୂରୁପଯୋଗ କରି ହେରଫେର କରିଥିବା ଅଭିଯୋଗ ହୋଇଥିଲା ।  ଏହି କାରଣରୁ ତାଙ୍କ ଉପରେ ୨୦୧୮ରେ ସେ କୌଣସୀ ନ୍ୟାୟିକ ନିଷ୍ପତ୍ତି ନେଇ ପାରିବେ ନାହିଁ ବୋଲି ପ୍ରତିବନ୍ଧକ ଲାଗିଥିଲା । ସିଜେଆଇ ଏହି ମାମଲାରେ ପ୍ରଧାନମନ୍ତ୍ରୀଙ୍କୁ ଜୁନ୍‌ ମାସରେ ପତ୍ର ଲେଖି ସଂସଦରେ ଅଭିଯୋଗ ଆଣି ଜଷ୍ଟିସ୍‌ ଶୁକ୍ଲାଙ୍କୁ ପଦରୁ ହଟାଇବା ପାଇଁ ଦାବି ମଧ୍ୟ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ୍ ପକ୍ଷରୁ ଭୁବନେଶ୍ୱର କୋର୍ଟ ପରିସରରେ ବିଶାଳ ସ୍ୱାସ୍ଥ୍ୟ ଶିବିର ଆୟୋଜିତ

July 30, 2026

ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରଣପୁରର ସମୀକ୍ଷାଙ୍କ ସଫଳତା

July 30, 2026

ମାନବ ଚାଲାଣର ମୁକାବିଲା, ମହିଳା ଓ ଶିଶୁ ସୁରକ୍ଷା ଏବଂ ଶୋଷଣ ପ୍ରତିରୋଧ କ୍ଷେତ୍ରକୁ ସୁଦୃଢ଼ ପାଇଁ ଆହ୍ଵାନ

July 30, 2026

ପ୍ରିୟଙ୍କା ଗାନ୍ଧୀଙ୍କୁ ଖୋଲା ଚିଠି ଲେଖିଲେ ୨୧୫ ଭାଇସ-ଚାନ୍ସେଲର: ଜାଣନ୍ତୁ କାରଣ

July 30, 2026
Latest News

ସମ୍ ହସ୍ପିଟାଲ୍ ପକ୍ଷରୁ ଭୁବନେଶ୍ୱର କୋର୍ଟ ପରିସରରେ ବିଶାଳ ସ୍ୱାସ୍ଥ୍ୟ ଶିବିର ଆୟୋଜିତ

July 30, 2026

ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରଣପୁରର ସମୀକ୍ଷାଙ୍କ ସଫଳତା

July 30, 2026

ଲୋକସଭାରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ବିଶେଷାଧିକାର ଭଙ୍ଗ ନୋଟିସ୍

July 30, 2026

ମାନବ ଚାଲାଣର ମୁକାବିଲା, ମହିଳା ଓ ଶିଶୁ ସୁରକ୍ଷା ଏବଂ ଶୋଷଣ ପ୍ରତିରୋଧ କ୍ଷେତ୍ରକୁ ସୁଦୃଢ଼ ପାଇଁ ଆହ୍ଵାନ

July 30, 2026

କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.