Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବରଙ୍ଗପୁର ସାମ୍ବାଦିକଙ୍କ ଉପରେ ଆକ୍ରମଣ ଘଟଣା, ଓଡିଶା ଡିଜିପିଙ୍କୁ ନୋଟିସ କଲା ଜାତୀୟ ମାନବାଧିକାର କମିଶନ
ଆଜିର ଖବର

ନବରଙ୍ଗପୁର ସାମ୍ବାଦିକଙ୍କ ଉପରେ ଆକ୍ରମଣ ଘଟଣା, ଓଡିଶା ଡିଜିପିଙ୍କୁ ନୋଟିସ କଲା ଜାତୀୟ ମାନବାଧିକାର କମିଶନ

September 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏନଏଚଆରସି
ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

ନୂଆଦିଲ୍ଲୀ: ଜାତୀୟ ମାନବାଧିକାର କମିଶନ (ଏନଏଚଆରସି) ଏକ ଗଣମାଧ୍ୟମ ରିପୋର୍ଟର ସ୍ୱତଃ ସଂଜ୍ଞାନ ନେଇଛନ୍ତି, ଯେଉଁଥିରେ ଦର୍ଶାଯାଇଥିଲା ଯେ ୨୯ ଅଗଷ୍ଟ, ୨୦୨୫ ରେ ଓଡ଼ିଶାର ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ଅଞ୍ଚଳରେ ଜଣେ ସାମ୍ବାଦିକଙ୍କୁ ଜନୈକ ନିଶାଶକ୍ତ ବ୍ୟକ୍ତି ଅନେକ ଥର ଛୁରାମାଡ଼ କରିଥିଲେ। ତାଙ୍କ ବିରୁଦ୍ଧରେ ଅଭିଯୋଗ କରିବାରୁ ସେ ଏହି ଆକ୍ରମଣ କରିଥିଲେ। ପୀଡିତ ସାମ୍ବାଦିକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

କମିଶନ କହିଛନ୍ତି ଯେ, ଯଦି ଏହି ଖବର ସତ୍ୟ ତେବେ ଏହା ମାନବାଧିକାର ଉଲ୍ଲଂଘନର ଏକ ଗମ୍ଭୀର ପ୍ରସଙ୍ଗ ଅଟେ। ତେଣୁ, କମିଶନ ଓଡ଼ିଶାର ପୋଲିସ ମହାନିର୍ଦ୍ଦେଶକଙ୍କୁ ଏକ ନୋଟିସ୍ ଜାରି କରି ଦୁଇ ସପ୍ତାହ ମଧ୍ୟରେ ଏ ସମ୍ପର୍କରେ ବିସ୍ତୃତ ରିପୋର୍ଟ ସଂଗ୍ରହ କରିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି। ତଦନ୍ତର ସ୍ଥିତି ଏବଂ ଆହତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ସୂଚନା ପ୍ରଦାନ କରିବାକୁ ମଧ୍ୟ କୁହାଯାଇଛି।

୩୦ ଅଗଷ୍ଟ, ୨୦୨୫ରେ ପ୍ରସାରିତ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଏହି ଘଟଣା ସାମ୍ବାଦିକ ଏବଂ ଅଞ୍ଚଳର ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି।

ଜାତୀୟ ମାନବାଧିକାର କମିଶନ ସାମ୍ବାଦିକ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.