Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେପ୍ଟେମ୍ବର ୮ ରେ ସ୍ଥଗିତ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 
ଆଜିର ଖବର

ସେପ୍ଟେମ୍ବର ୮ ରେ ସ୍ଥଗିତ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

September 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 
ସେପ୍ଟେମ୍ବର ୮ ରେ ସ୍ଥଗିତ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୮ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହେବାକୁ ଥିବା ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି ଅନିବାର୍ଯ୍ୟ କାରଣ ବଶତଃ ସ୍ଥଗିତ ରହିବ। ୟୁନିଟ-୨, ଅଶୋକନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ କରିଥିବା ଜନସାଧାରଣଙ୍କ ଆପତ୍ତି ଅଭିଯୋଗ, ପରବର୍ତ୍ତୀ ଜନଶୁଣାଣି ଶିବିରରେ ଗ୍ରହଣ କରାଯିବ। ପରବର୍ତ୍ତୀ ଜନଶୁଣାଣିର ସମୟ ଓ ତାରିଖ ଜନସାଧାରଣଙ୍କ ଅବଗତି ନିମନ୍ତେ ବିଭିନ୍ନ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା।

ଜନ ଅଭିଯୋଗ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Latest News

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.