Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ଅବସ୍ଥା ଗୁରୁତର
ଆଜିର ଖବର

ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ଅବସ୍ଥା ଗୁରୁତର

September 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର
ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ଅବସ୍ଥା ଗୁରୁତର

ଭୁବନେଶ୍ବର: ଓଡିଆ ଚଳଚିତ୍ରର ବିଶିଷ୍ଠ ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହୋଇପଡିଛି। ସେ ବର୍ତ୍ତମାନ ଏମ୍ସ ର ଆଇସିୟୁ ରେ ଚିକିତ୍ସିତ ହେଉଛନ୍ତି। ପୂର୍ବରୁ ସେ କଟକର ଏକ ଘରୋଇ ନର୍ସିଂ ହୋମରେ ଚିକିତ୍ସିତ ହେଉଥିଲେ। ହେଲେ ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି।

ଏମ୍ସ ତରଫରୁ ଜାରୀ ଏକ ସୂଚନାରେ କୁହାଯାଇଛି ଯେ, ଅଭିଜିତ ମଜମୁଦାରଙ୍କୁ କୋମା ସ୍ଥିତିରେ ଏମ୍ସରେ ଭର୍ତ୍ତି କରାଯାଇଛି। ସେ ଲିଭର ରୋଗ ସହିତ ବିଭିନ୍ନ ରୋଗରେ ପିଡିତ ଅଛନ୍ତି। ତାଙ୍କର ଅବସ୍ଥା ଗୁରୁତର ରହିଛି। ବର୍ତ୍ତମାନ ତାଙ୍କର ବ୍ଲଡ ପ୍ରେସର ଓ ପଲ୍ସ ଠିକ ରହିଛି। ଏହି ଖବର ପ୍ରଚାରିତ ହେବା ପରେ ତାଙ୍କର ଆଶୁ ଆରୋଗ୍ୟ କାମନା କରାଯାଇଛି।

ଅଭିଜିତ ମଜୁମଦାର ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର
Share. Facebook Twitter LinkedIn Email WhatsApp Copy Link

Related Posts

ମହାସମାବେଶରେ ନିଜର ହକ୍ ମାଗିଲେ ଗୁରୁ

September 5, 2025

NIRF Ranking-2025: ଇଞ୍ଜିନିୟରିଂ ବର୍ଗରେ ୩୯ତମ ସ୍ଥାନରେ ଆଇଆଇଟି ଭୁବନେଶ୍ୱର  

September 5, 2025

ଜାତୀୟ ଶିକ୍ଷକ ପୁରସ୍କାର ପାଇଲେ ଓଡ଼ିଶାର ଦୁଇ ଶିକ୍ଷକ

September 5, 2025

‘ଜାତୀୟ ଶିକ୍ଷକ ପୁରସ୍କାର- ୨୦୨୫’ ପ୍ରଦାନ କଲେ ରାଷ୍ଟ୍ରପତି

September 5, 2025
Latest News

ମହାସମାବେଶରେ ନିଜର ହକ୍ ମାଗିଲେ ଗୁରୁ

September 5, 2025

NIRF Ranking-2025: ଇଞ୍ଜିନିୟରିଂ ବର୍ଗରେ ୩୯ତମ ସ୍ଥାନରେ ଆଇଆଇଟି ଭୁବନେଶ୍ୱର  

September 5, 2025

ଜାତୀୟ ଶିକ୍ଷକ ପୁରସ୍କାର ପାଇଲେ ଓଡ଼ିଶାର ଦୁଇ ଶିକ୍ଷକ

September 5, 2025

‘ଜାତୀୟ ଶିକ୍ଷକ ପୁରସ୍କାର- ୨୦୨୫’ ପ୍ରଦାନ କଲେ ରାଷ୍ଟ୍ରପତି

September 5, 2025

କଲେଜ ନିର୍ବାଚନ ବନ୍ଦ ପାଇଁ ଅଭିଭାବକ ମହାସଂଘ କଲା ଦାବୀ, ଜାଣନ୍ତୁ କାରଣ

September 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.