Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଜାତୀୟ ଶିକ୍ଷକ ପୁରସ୍କାର- ୨୦୨୫’ରେ ସମ୍ମାନିତ ହେଲେ ଓଡ଼ିଶାର ସୁରେଶ କୁମାର ମହାନ୍ତି
ଆଜିର ଖବର

‘ଜାତୀୟ ଶିକ୍ଷକ ପୁରସ୍କାର- ୨୦୨୫’ରେ ସମ୍ମାନିତ ହେଲେ ଓଡ଼ିଶାର ସୁରେଶ କୁମାର ମହାନ୍ତି

September 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜାତୀୟ ଶିକ୍ଷକ ପୁରସ୍କାର- ୨୦୨୫
‘ଜାତୀୟ ଶିକ୍ଷକ ପୁରସ୍କାର- ୨୦୨୫’ରେ ସମ୍ମାନିତ ହେଲେ ଓଡ଼ିଶାର ସୁରେଶ କୁମାର ମହାନ୍ତି

ଭୁବନେଶ୍ଵର: ପବିତ୍ର ‘ଗୁରୁ ଦିବସ’ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ସମ୍ମାନଜନକ ‘ଜାତୀୟ ଶିକ୍ଷକ ପୁରସ୍କାର- ୨୦୨୫’ରେ ସମ୍ମାନିତ ହୋଇଛନ୍ତି ଓଡ଼ିଶାର ସୁରେଶ କୁମାର ମହାନ୍ତି। ଏହାପରେ ଶ୍ରୀଯୁକ୍ତ ମହାନ୍ତିଙ୍କୁ ଓଡିଶା ଆଇଟିଆଇ ଷ୍ଟାଫ୍ ଆସୋସିଏସନ ଶୁଭେଚ୍ଛା ଜଣାଇଛି। ବୈଷୟିକ ଶିକ୍ଷାଦାନ କ୍ଷେତ୍ରରେ ତାଙ୍କର ସଫଳତା ସାରା ରାଜ୍ୟ ପାଇଁ ଗୌରବର ବିଷୟ।

ଆସୋସିଏସନ ର ସାଧାରଣ ସମ୍ପାଦକ ବିଜୟ ମଲ୍ଲ କହିଛନ୍ତି ଯେ, ଓଡ଼ିଶାର ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କୁ ଅଭିନବ ଶିକ୍ଷା ପ୍ରଦାନ କରିବା ଦିଗରେ ଆପଣମାନଙ୍କ ଭଳି ଶିକ୍ଷକଙ୍କ ନିଷ୍ଠା ଏବଂ ପାଠ ପଢାଇବାର ଉଦ୍ୟମ ଅତ୍ୟନ୍ତ ପ୍ରଶଂସନୀୟ। ଆପଣଙ୍କ ଅବଦାନ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ। ଭବିଷ୍ୟତରେ ଆହୁରି ସଫଳତା କାମନା କରୁଛି।

NationalTeachersAward2025 president of india teachersday ଜାତୀୟ ଶିକ୍ଷକ ପୁରସ୍କାର- ୨୦୨୫
Share. Facebook Twitter LinkedIn Email WhatsApp Copy Link

Related Posts

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026
Latest News

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.