Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଚାଲିବ ଉ ୬୦୦ଟି ନୂଆ ଇଲେକ୍ଟ୍ରିକ ବସ୍
ଆଜିର ଖବର

ରାଜ୍ୟରେ ଚାଲିବ ଉ ୬୦୦ଟି ନୂଆ ଇଲେକ୍ଟ୍ରିକ ବସ୍

September 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Green Mobility
Odisha to roll out 600 E-Buses for Green Mobility

ନୂଆଦିଲ୍ଲୀ: ପରିବେଶ ଅନୁକୂଳ ସରକାରୀ ପରିବହନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ସକାଶେ ରାଜ୍ୟରେ ଆଉ ୬୦୦ଟି ନୂଆ ଇଲେକ୍ଟ୍ରିକ ବସ୍ ପ୍ରଚଳନ କରାଯିବ। ରାଜ୍ୟ ଗୃହନିର୍ମାଣ ଓ ସହରାଞ୍ଚଳ ବିକାଶ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ ଜନସାଧାରଣଙ୍କ ସୁଗମ ପରିବହନ ନିମନ୍ତେ ଆଉ ଏକ ହଜାର ଇ-ବସ୍ର ଆବଶ୍ୟକତା ରହିଛି। ସେଥିମଧ୍ୟରୁ ରାଜ୍ୟ ସରକାର ୨୦୦ଟି ଖୁବ୍ଶୀଘ୍ର ଆହରଣ କରିବେ। ଆଉ ୪୦୦ ଇ-ବସ୍ କେନ୍ଦ୍ର ସରକାର ଯୋଗାଇଦେବେ। ପ୍ରଥମ ପର୍ଯ୍ୟାୟରେ ୨୫ଟି ଇ-ବସ୍ ସମ୍ବଲପୁର ସହରରେ ଚଳାଚଳ କରିବ । ଏହାପରେ ଝାରସୁଗୁଡ଼ା, କେନ୍ଦୁଝର, ବ୍ରହ୍ମପୁର ଓ ଅନୁଗୋଳରେ ଇ-ବସ୍ ସେବା ଆରମ୍ଭ ହେବ। ଆମ ବସ୍ ଅଧୀନରେ ଏହିସବୁ ବସ୍ ପରିଚାଳନା କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

 

E-Buses Green Mobility Odisha ପରିବେଶ ଅନୁକୂଳ
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ

June 14, 2026

ବିସ୍ତୃତ ରାଶିଫଳ: ପହିଲି ରଜରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

June 14, 2026

ସାୟନୀ ଘୋଷଙ୍କୁ ଯୁବ ସଭାପତି ପଦରୁ ହଟାଇଲା ଟିଏମସି, ଅର୍ଣ୍ଣବ ବାନାର୍ଜୀଙ୍କୁ ନୂଆ ଦାୟିତ୍ୱ

June 14, 2026

କୋଇଲା ଖଣିରେ ଶ୍ୱାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ

June 14, 2026
Latest News

ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ

June 14, 2026

ବିସ୍ତୃତ ରାଶିଫଳ: ପହିଲି ରଜରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

June 14, 2026

ସାୟନୀ ଘୋଷଙ୍କୁ ଯୁବ ସଭାପତି ପଦରୁ ହଟାଇଲା ଟିଏମସି, ଅର୍ଣ୍ଣବ ବାନାର୍ଜୀଙ୍କୁ ନୂଆ ଦାୟିତ୍ୱ

June 14, 2026

କୋଇଲା ଖଣିରେ ଶ୍ୱାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ

June 14, 2026

ଇରାନ-ଆମେରିକା ଚୁକ୍ତି ନେଇ ବଡ଼ ଅପଡେଟ୍: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଚୁକ୍ତି ସ୍ୱାକ୍ଷର ହେବ ବୋଲି ଟ୍ରମ୍ପଙ୍କ ଦାବି

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.