Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଞ୍ଜନଗର ପୋଲିସ୍ ଦ୍ଵାରା ୧୩ କିଲୋରୁ ଊର୍ଦ୍ଧ୍ଵ ଗଞ୍ଜେଇ ଜବତ: ୨ ବେପାରୀ ଗିରଫ
ଆଜିର ଖବର

ଭଞ୍ଜନଗର ପୋଲିସ୍ ଦ୍ଵାରା ୧୩ କିଲୋରୁ ଊର୍ଦ୍ଧ୍ଵ ଗଞ୍ଜେଇ ଜବତ: ୨ ବେପାରୀ ଗିରଫ

September 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭଞ୍ଜନଗର ପୋଲିସ୍
ଭଞ୍ଜନଗର ପୋଲିସ୍ ଦ୍ଵାରା ୧୩ କିଲୋରୁ ଊର୍ଦ୍ଧ୍ଵ ଗଞ୍ଜେଇ ଜବତ: ୨ ବେପାରୀ ଗିରଫ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜେଇ ଚାଲାଣ ବେଳେ ଦୁଇ ଅଭିଯୁକ୍ତଙ୍କୁ ଭଞ୍ଜନଗର ପୋଲିସ୍ ଗିରଫ କରିଛି। ଭଞ୍ଜନଗର ସହରର ବଡ଼କୋଦଣ୍ଡା ଗ୍ରାମ ଛକଠାରେ ଉଭୟଙ୍କୁ ଗିରଫ କରାଯାଇଥିବା ବେଳେ ଭଞ୍ଜନଗର ଅଦାଲତକୁ ଚାଲାଣ କରାଯାଇଥିବା ଜଣାପଡିଛି। ଏନ୍ ଡି ପି ଏସ୍ ଆଇନ ଅନୁଯାୟୀ ଦୁଇ ଅଭିଯୁକ୍ତ ପାଣୁ ସାହୁ ଓ ରାଜେନ୍ଦ୍ର ପାଢ଼ୀଙ୍କୁ ଚାଲାଣ କିରାଯାଇଥିବା ଭଞ୍ଜନଗର ଥାନାଧିକାରୀଙ୍କ ଠାରୁ ପ୍ରକାଶ।

ଭଞ୍ଜନଗର ଥାନାଧିକାରୀ ଜୀବନାନନ୍ଦ ଜେନାଙ୍କ ଠାରୁ ପ୍ରକାଶ ଯେ, ଅଭିଯୁକ୍ତ ପାଣୁ ସାହୁଙ୍କ ଘର ରେନବୋ କଲୋନୀ କୋଦଣ୍ଡା ଛକ ଭଞ୍ଜନଗର ଏବଂ ରାଜେନ୍ଦ୍ର ପାଢ଼ୀ ର ଘର ଶାନ୍ତି ନଗର, କୋଦଣ୍ଡା ଛକ ଭଞ୍ଜନଗର। ଉଭୟେ ମିଶି ଗଞ୍ଜେଇ ଚାଲାଣ କରୁଥିବା ସମୟରେ ପୋଲିସ୍ ହାତରେ ଧରାପଡିଥିଲେ। ଅଭିଯୁକ୍ତ ମାନେ ଗୋଛାପଡା ରୁ ଭଞ୍ଜନଗରକ ଅବୈଧ ମାଦକ ଦ୍ରବ୍ୟ ପରିବହନ କରୁଥିବାବେଳେ ଭଞ୍ଜନଗର ପୋଲିସ୍ ଦ୍ଵାରା ଧରାପଡ଼ିଛନ୍ତି।

ସେମାନଙ୍କ ଠାରୁ ୧୩ କିଲୋ ୪୭୦ ଗ୍ରାମ ଓଜନର ଗଞ୍ଜେଇ ସହିତ ଏକ ହୋଣ୍ଡା ୧୨୫ ମୋଟରସାଇକେଲ, ନଗଦ ୨୮୨୦ ଟଙ୍କା ଓ ଦୁଇଟି ମୋବାଇଲ ଫୋନ୍ ଜବତ୍ କରାଯାଇଥିବା ସୁଚନା ମିଳିଛି।

ଗଞ୍ଜେଇ ବେପାରୀ ଗିରଫ ଭଞ୍ଜନଗର ପୋଲିସ୍
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି ଏବଂ ଇନ୍ଦ୍ର ହାତୀ ପ୍ରସ୍ତାବ ଅନୁଷ୍ଠିତ

September 7, 2025

ଭୁବନେଶ୍ବରରେ ଅନ୍ତର୍ଜାତୀୟ ସ୍ବଚ୍ଛ ବାୟୁ ଦିବସ ପାଳିତ

September 7, 2025

ପ୍ରକାଶ ପାଇଲା ୨୦୨୫ ଏସିଆ କପ୍ ପାଇଁ ଟିମ୍ ଇଣ୍ଡିଆର ଜର୍ସି

September 7, 2025

ଏୟାର ଇଣ୍ଡିଆର ବଡ଼ ଘୋଷଣା, ସେବା ଅଭାବ ହେଲେ ଯାତ୍ରୀମାନଙ୍କୁ ମିଳିବ ଏହି ଉପହାର

September 7, 2025
Latest News

ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି ଏବଂ ଇନ୍ଦ୍ର ହାତୀ ପ୍ରସ୍ତାବ ଅନୁଷ୍ଠିତ

September 7, 2025

ଭୁବନେଶ୍ବରରେ ଅନ୍ତର୍ଜାତୀୟ ସ୍ବଚ୍ଛ ବାୟୁ ଦିବସ ପାଳିତ

September 7, 2025

ପ୍ରକାଶ ପାଇଲା ୨୦୨୫ ଏସିଆ କପ୍ ପାଇଁ ଟିମ୍ ଇଣ୍ଡିଆର ଜର୍ସି

September 7, 2025

ଏୟାର ଇଣ୍ଡିଆର ବଡ଼ ଘୋଷଣା, ସେବା ଅଭାବ ହେଲେ ଯାତ୍ରୀମାନଙ୍କୁ ମିଳିବ ଏହି ଉପହାର

September 7, 2025

କେଦାରନାଥ ଏବଂ ବଦ୍ରିନାଥ ଧାମରେ ​​ଗ୍ରୀନ ବେଲ୍ଟ ପ୍ରକଳ୍ପର କାମ ଆରମ୍ଭ, ଏହିପରି ଲାଭ ପାଇବେ ଶ୍ରଦ୍ଧାଳୁ

September 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.