Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦୁଝର ଜିଲ୍ଲାରେ ଶୂନ୍ୟ ଦୁର୍ଘଟଣା ଦିବସ ଅଭିଯାନ
ଆଜିର ଖବର

କେନ୍ଦୁଝର ଜିଲ୍ଲାରେ ଶୂନ୍ୟ ଦୁର୍ଘଟଣା ଦିବସ ଅଭିଯାନ

September 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା
ଆଗ୍ରାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଦ୍ରୁତଗାମୀ କାର ଧକ୍କାରେ ୫ ମୃତ

ଭୁବନେଶ୍ଵର: ଓଡ଼ିଶା ସରକାରଙ୍କ ବାଣିଜ୍ୟ ଏବଂ ପରିବହନ ବିଭାଗ, ଆରବିଜି ଲ୍ୟାବ୍ସ, ଆଇଆଇଟି ମାଡ୍ରାସ ସହଯୋଗରେ କେନ୍ଦୁଝର ଜିଲ୍ଲାରେ ଶୂନ୍ୟ ଦୁର୍ଘଟଣା ଦିବସ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ‘ସୁରକ୍ଷିତ ଭାବେ ଘରକୁ ଫେରନ୍ତୁ’ ଦୃଷ୍ଟିକୋଣ ଅନୁରୂପ ଏହି ପ୍ରୟାସ ଭୁବନେଶ୍ୱରରେ ପାଇଲଟ୍ ପ୍ରୋଜେକ୍ଟ ଭାବେ ଆରମ୍ଭ ହୋଇଥିଲା। ଭୁବନେଶ୍ବରରେ ଶୂନ ଦୁର୍ଘଟଣା ଦିବସର ସଫଳତା ଫଳରେ ଏହାକୁ ଅନ୍ୟତ୍ର କାର୍ଯ୍ୟକାରୀ କରାଯିବ।

କେନ୍ଦୁଝରରେ ଏହି ଅଭିଯାନ ୧୪ ଦିନ ଧରି ଚାଲିବ। ଶିକ୍ଷା, ସଚେତନତା, କାର୍ଯ୍ୟକାରିତା ଏବଂ ଗୋଷ୍ଠୀ ଅଂଶଗ୍ରହଣକୁ ସମନ୍ୱିତ କରିବା ପାଇଁ ଏହାକୁ ଡିଜାଇନ୍ କରାଯାଇଛି। କେନ୍ଦୁଝର ଦୁର୍ଘଟଣା ପ୍ରବଣ ଜିଲ୍ଲା ହୋଇଥିବାରୁ ଏହାକୁ ରଣନୀତିକ ଭାବେ ବଛାଯାଇଛି।

keonjhar Odisha Zero Accident Day campaign ଆଇଆଇଟି ମାଡ୍ରାସ ଆରବିଜି ଲ୍ୟାବ୍ସ ଓଡିଶା ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

‘ଏକ୍ସ’ ର ନୂତନ ଫିଚର୍ ରେ ଭାରତରେ ରେକର୍ଡ: ଶୀର୍ଷରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ୧୦ ଟି ପୋଷ୍ଟ

December 19, 2025

ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହେଲା ଲୋକସଭା

December 19, 2025

୨୦୨୬ ଟି୨୦ ବିଶ୍ୱକପ୍: ଏହି ଦିନ ଘୋଷଣା ହେବ ଭାରତୀୟ ଦଳ, ଜାଣନ୍ତୁ ସମ୍ଭାବ୍ୟ ୧୫ ଖେଳାଳି

December 19, 2025

ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି

December 19, 2025
Latest News

‘ଏକ୍ସ’ ର ନୂତନ ଫିଚର୍ ରେ ଭାରତରେ ରେକର୍ଡ: ଶୀର୍ଷରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ୧୦ ଟି ପୋଷ୍ଟ

December 19, 2025

ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହେଲା ଲୋକସଭା

December 19, 2025

୨୦୨୬ ଟି୨୦ ବିଶ୍ୱକପ୍: ଏହି ଦିନ ଘୋଷଣା ହେବ ଭାରତୀୟ ଦଳ, ଜାଣନ୍ତୁ ସମ୍ଭାବ୍ୟ ୧୫ ଖେଳାଳି

December 19, 2025

ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି

December 19, 2025

ସିଆଇଆଇ ପକ୍ଷରୁ ଭାରତର ଶ୍ରେଷ୍ଠ ଇନୋଭେଟରଙ୍କ ମଧ୍ୟରେ ଜିଓ ସାମିଲ 

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.