Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦୁଝର ଜିଲ୍ଲାରେ ଶୂନ୍ୟ ଦୁର୍ଘଟଣା ଦିବସ ଅଭିଯାନ
ଆଜିର ଖବର

କେନ୍ଦୁଝର ଜିଲ୍ଲାରେ ଶୂନ୍ୟ ଦୁର୍ଘଟଣା ଦିବସ ଅଭିଯାନ

September 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା
ଜାତୀୟ ରାଜପଥ ଦୁର୍ଘଟଣାରେ ବାପା ମୃତ ଝିଅ ଗୁରୁତର

ଭୁବନେଶ୍ଵର: ଓଡ଼ିଶା ସରକାରଙ୍କ ବାଣିଜ୍ୟ ଏବଂ ପରିବହନ ବିଭାଗ, ଆରବିଜି ଲ୍ୟାବ୍ସ, ଆଇଆଇଟି ମାଡ୍ରାସ ସହଯୋଗରେ କେନ୍ଦୁଝର ଜିଲ୍ଲାରେ ଶୂନ୍ୟ ଦୁର୍ଘଟଣା ଦିବସ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ‘ସୁରକ୍ଷିତ ଭାବେ ଘରକୁ ଫେରନ୍ତୁ’ ଦୃଷ୍ଟିକୋଣ ଅନୁରୂପ ଏହି ପ୍ରୟାସ ଭୁବନେଶ୍ୱରରେ ପାଇଲଟ୍ ପ୍ରୋଜେକ୍ଟ ଭାବେ ଆରମ୍ଭ ହୋଇଥିଲା। ଭୁବନେଶ୍ବରରେ ଶୂନ ଦୁର୍ଘଟଣା ଦିବସର ସଫଳତା ଫଳରେ ଏହାକୁ ଅନ୍ୟତ୍ର କାର୍ଯ୍ୟକାରୀ କରାଯିବ।

କେନ୍ଦୁଝରରେ ଏହି ଅଭିଯାନ ୧୪ ଦିନ ଧରି ଚାଲିବ। ଶିକ୍ଷା, ସଚେତନତା, କାର୍ଯ୍ୟକାରିତା ଏବଂ ଗୋଷ୍ଠୀ ଅଂଶଗ୍ରହଣକୁ ସମନ୍ୱିତ କରିବା ପାଇଁ ଏହାକୁ ଡିଜାଇନ୍ କରାଯାଇଛି। କେନ୍ଦୁଝର ଦୁର୍ଘଟଣା ପ୍ରବଣ ଜିଲ୍ଲା ହୋଇଥିବାରୁ ଏହାକୁ ରଣନୀତିକ ଭାବେ ବଛାଯାଇଛି।

keonjhar Odisha Zero Accident Day campaign ଆଇଆଇଟି ମାଡ୍ରାସ ଆରବିଜି ଲ୍ୟାବ୍ସ ଓଡିଶା ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.