Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ଦୁଇଦିନ ଧରି ଚାଲିବ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ ଏବଂ ମାଣ୍ଡିଆ ଦିବସ କାର୍ଯ୍ୟକ୍ରମ
ଆଜିର ଖବର

ଭୁବନେଶ୍ବରରେ ଦୁଇଦିନ ଧରି ଚାଲିବ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ ଏବଂ ମାଣ୍ଡିଆ ଦିବସ କାର୍ଯ୍ୟକ୍ରମ

September 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Dy CM KV Singh Deo
Dy CM KV Singh Deo reviews preparation for Mandia Divas

ଭୁବନେଶ୍ଵର: ଆସନ୍ତା ନଭେମ୍ବର ୧୦ ଏବଂ ୧୧ ତାରିଖ ଦୁଇଦିନ ଧରି ଭୁବନେଶ୍ବରରେ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ ଏବଂ ମାଣ୍ଡିଆ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବରରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଚଳିତବର୍ଷ କୃଷି ଜୈବ ବିବିଧତା ଏବଂ ଐତିହ୍ୟରେ ମହିଳା କୃଷକଙ୍କ ଅବଦାନ ବାର୍ତ୍ତା ନେଇ ମାଣ୍ଡିଆ ଦିବସ ପାଳନ କରାଯିବ। ଏଥିରେ ବହୁ ଗବେଷକ ଏବଂ କୃଷି ବୈଜ୍ଞାନିକମାନେ ଅଂଶଗ୍ରହଣ କରିବେ। ଓଡ଼ିଶାରେ ମାଣ୍ଡିଆଜାତୀୟ ଶସ୍ୟ ଉତ୍ପାଦନ ବୃଦ୍ଧି ପାଉଛି। ନିକଟରେ ଏଫସିଆଇ ଓଡ଼ିଶାରୁ ୪୦ହଜାର ମେଟ୍ରିକ ଟନ ମାଣ୍ଡିଆ ଅନ୍ୟ ରାଜ୍ୟକୁ ପର୍ଯ୍ୟାୟକ୍ରମେ ରପ୍ତାନୀ କରିବାକୁ ଯୋଜନା କରିଛି। ମାଣ୍ଡିଆ ଦିବସ କାର୍ଯ୍ୟକ୍ରମର ପ୍ରସ୍ତୁତି ବୈଠକରେ କୃଷି ବିଭାଗ ପ୍ରମୁଖ ଶାସନସଚିବ ଅରବିନ୍ଦ ପାଢୀ ବୈଠକ କାର୍ଯ୍ୟସୂଚୀ ସଂପର୍କରେ ବିବରଣୀ ପ୍ରଦାନ କରିଛନ୍ତି।

 

ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ ଭୁବନେଶ୍ବର ମାଣ୍ଡିଆ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ନବୀନଙ୍କୁ ଦିଲ୍ଲୀପ ରାୟ ଭେଟିବା ପରେ ରାଜ୍ୟସଭା ଯିବା ନେଇ ବଢିଲା ଚର୍ଚ୍ଚା

September 7, 2025

ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୩ ଯାଏଁ ଲାଗି ରହିବ ବର୍ଷା

September 7, 2025

ସମବାୟ ସଂସ୍ଥା, କୃଷକ ଏବଂ ଗ୍ରାମୀଣ ଉଦ୍ୟୋଗମାନଙ୍କୁ ପ୍ରୋତ୍ସାହନ ଦେବ ଜିଏସଟି ହ୍ରାସ

September 7, 2025

ରାଜ୍ୟରେ ଶୃଙ୍ଖଳିତ ସାର ଯୋଗାଣର ସ୍ଥିତି ଉପରେ ସମୀକ୍ଷା ବୈଠକ

September 7, 2025
Latest News

ନବୀନଙ୍କୁ ଦିଲ୍ଲୀପ ରାୟ ଭେଟିବା ପରେ ରାଜ୍ୟସଭା ଯିବା ନେଇ ବଢିଲା ଚର୍ଚ୍ଚା

September 7, 2025

ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୩ ଯାଏଁ ଲାଗି ରହିବ ବର୍ଷା

September 7, 2025

ସମବାୟ ସଂସ୍ଥା, କୃଷକ ଏବଂ ଗ୍ରାମୀଣ ଉଦ୍ୟୋଗମାନଙ୍କୁ ପ୍ରୋତ୍ସାହନ ଦେବ ଜିଏସଟି ହ୍ରାସ

September 7, 2025

ରାଜ୍ୟରେ ଶୃଙ୍ଖଳିତ ସାର ଯୋଗାଣର ସ୍ଥିତି ଉପରେ ସମୀକ୍ଷା ବୈଠକ

September 7, 2025

ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନ ବିରୋଧରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଜାରି

September 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.