Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ୟାଟେରୀ ମିନେରାଲ୍ସ ଭାଲ୍ୟୁଚେନ୍ ଉପରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆରମ୍ଭ
ଆଜିର ଖବର

ବ୍ୟାଟେରୀ ମିନେରାଲ୍ସ ଭାଲ୍ୟୁଚେନ୍ ଉପରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆରମ୍ଭ

September 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
IIMT
IIMT organises capacity building in battery minerals value chain

ଭୁବନେଶ୍ଵର: ଭାରତୀୟ ତୈଳ ନିଗମ ଲିମିଟେଡର ଅଧିକାରୀମାନଙ୍କ ପାଇଁ ସିଏସଆଇଆର-ଆଇଏମଏମଟି ଭୁବନେଶ୍ୱର ପକ୍ଷରୁ ବ୍ୟାଟେରୀ ମିନେରାଲ୍ସ ଭାଲ୍ୟୁଚେନ୍ ଉପରେ ଏକ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହା ୩ ସପ୍ତାହ ଧରି ଚାଲିବ।

ଏହି କାର୍ଯ୍ୟକ୍ରମକୁ ଆଇଆଇଟି ଖଡଗପୁରର ପୂର୍ବତନ ପ୍ରଫେସର ପି. କେ. ସେନ୍ ଉଦଘାଟନ କରିଥିବା ବେଳେ ମୁଖ୍ୟ ଅତିଥି ରୂପେ ଆଇଓସିଏଲର ମୁଖ୍ୟ ମହାପ୍ରବନ୍ଧକ ଗୌତମ ଦତ୍ତ ଯୋଗ ଦେଇଥିଲେ। ସିଏସଆଇଆର-ଆଇଆଇଏମଟିର ନିର୍ଦ୍ଦେଶକ ଡକ୍ଟର ରାମାନୁଜ ନାରାୟଣନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବହୁ ବିଶେଷଜ୍ଞ ଯୋଗଦେଇ ସେମାନଙ୍କ ବକ୍ତବ୍ୟ ରଖିଥିଲେ।

 

battery minerals value chain IIMT
Share. Facebook Twitter LinkedIn Email WhatsApp Copy Link

Related Posts

ସୋମନାଥ ସ୍ବାଭିମାନ ପର୍ବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

January 12, 2026

ପିଏମଶ୍ରୀ ଭ୍ରମରବର ସରକାରୀ ଉଚ୍ଚ ବିଦ୍ୟାଳୟ ତମାଣ୍ଡୋରେ ପିଏମ ଶ୍ରୀ ଓ ବାର୍ଷିକ ଉତ୍ସବ ଉଦଯାପିତ

January 12, 2026

ଆଜି ଜାନୁୟାରୀ ୧୨ ତାରିଖ ସୋମବାରରେ ଜାଣନ୍ତୁ ସଂକ୍ଷେପରେ ରାଶିଫଳ, ଭାଗ୍ୟ ଓ ଭବିଷ୍ୟତ

January 12, 2026

ଚିଲିକାରେ ମେଗା ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

January 11, 2026
Latest News

ସୋମନାଥ ସ୍ବାଭିମାନ ପର୍ବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

January 12, 2026

କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

January 12, 2026

ପିଏମଶ୍ରୀ ଭ୍ରମରବର ସରକାରୀ ଉଚ୍ଚ ବିଦ୍ୟାଳୟ ତମାଣ୍ଡୋରେ ପିଏମ ଶ୍ରୀ ଓ ବାର୍ଷିକ ଉତ୍ସବ ଉଦଯାପିତ

January 12, 2026

ଆଜି ଜାନୁୟାରୀ ୧୨ ତାରିଖ ସୋମବାରରେ ଜାଣନ୍ତୁ ସଂକ୍ଷେପରେ ରାଶିଫଳ, ଭାଗ୍ୟ ଓ ଭବିଷ୍ୟତ

January 12, 2026

ଚିଲିକାରେ ମେଗା ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.