Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ: ୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା
ଆଜିର ଖବର

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ: ୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

September 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
rain
ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ: ୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ଵର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡା ଓ ବରଗଡ ସମେତ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଯାଇଛି। ଆସନ୍ତା ୨୪ ଘଣ୍ଟା ଭିତରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାଗୁଡିକରେ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

 

Weather Update ମୌସୁମୀ ବାୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ଫ୍ରାନ୍ସକୁ ଝଟକା ଦେଲା ଏହି ମୁସଲିମ ଦେଶ: ରାଫେଲ ଜେଟ୍ ବଦଳରେ ଚୀନ୍ ଠାରୁ କିଣିବ ଲଢ଼ୁଆ ବିମାନ

October 20, 2025

ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

October 20, 2025
Latest News

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ନାମାଙ୍କନ ଦାଖଲ କରିବା ମାତ୍ରେ ଆରଜେଡି ପ୍ରାର୍ଥୀଙ୍କୁ ଗିରଫ କଲା ଝାଡ଼ଖଣ୍ଡ ପୋଲିସ: ଜାଣନ୍ତୁ କାରଣ

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ଆଇଏନଏସ ବିକ୍ରାନ୍ତରେ ଦେଶପ୍ରେମ ଓ ଆଲୋକର ଉତ୍ସବ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ

October 20, 2025

ପରାଜୟର ହ୍ୟାଟ୍ରିକ୍ ପରେ କିପରି ସେମିଫାଇନାଲରେ ପହଞ୍ଚିପାରିବ ଟିମ୍ ଇଣ୍ଡିଆ?: ଜାଣନ୍ତୁ ସମୀକରଣ

October 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.