Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୋଟାରୀ ଓ ଆଇନଜୀବୀଙ୍କ ଲାଗି ହେବ ସ୍ୱତନ୍ତ୍ର ୱେବ ପୋର୍ଟାଲ: ଆଇନ ମନ୍ତ୍ରୀ କଲେ ସମୀକ୍ଷା
ଆଜିର ଖବର

ନୋଟାରୀ ଓ ଆଇନଜୀବୀଙ୍କ ଲାଗି ହେବ ସ୍ୱତନ୍ତ୍ର ୱେବ ପୋର୍ଟାଲ: ଆଇନ ମନ୍ତ୍ରୀ କଲେ ସମୀକ୍ଷା

September 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇନ ମନ୍ତ୍ରୀ କଲେ ସମୀକ୍ଷା
ନୋଟାରୀ ଓ ଆଇନଜୀବୀଙ୍କ ଲାଗି ହେବ ସ୍ୱତନ୍ତ୍ର ୱେବ ପୋର୍ଟାଲ: ଆଇନ ମନ୍ତ୍ରୀ କଲେ ସମୀକ୍ଷା

ଭୁବନେଶ୍ଵର: ଓଡ଼ିଶା ପ୍ରଦେଶରେ ଆଇନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ଦିଗରେ ନୋଟାରୀ ଓ ଆଇନଜୀବୀ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି।

ଏହି ପରିପ୍ରେକ୍ଷୀରେ ଆଜି ଲୋକସେବା ଭବନ ସ୍ଥିତ ଆଇନ ବିଭାଗର ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ଏକ ବୈଠକରେ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଅଧ୍ୟକ୍ଷତା କରି ନୋଟାରୀ ଓ ଆଇନଜୀବୀଙ୍କ ଲାଗି ଏକ ସ୍ୱତନ୍ତ୍ର ୱେବ ପୋର୍ଟାଲ ବିଷୟରେ ଆଲୋଚନା କରିଥିଲେ। ଏହି ୱେବପୋର୍ଟାଲ ଜରିଆରେ ସବୁ ନୋଟାରୀ ଓ ଆଇନଜୀବୀମାନଙ୍କୁ ପଞ୍ଜିକୃତ କରାଯିବ ଏବଂ ନୂଆ ନୋଟାରୀ ନିଯୁକ୍ତି ଲାଗି ମଧ୍ୟ ଏହି ପୋର୍ଟାଲ ଜରିଆରେ ଦରଖାସ୍ତ ଆହ୍ୱାନ କରାଯିବ। ପରବର୍ତ୍ତୀ ସମୟରେ ନୋଟାରୀ ମାନେ ନିୟମିତ ନିଜ କାର୍ଯ୍ୟର ବିବରଣୀ ଦାଖଲ କରିବା ନେଇ ବୈଠକରେ ଆଲୋଚନା ହୋଇଥିଲା।

ଏହି ବୈଠକରେ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ମାନସ ରଞ୍ଜନ ବାରିକ, ଅତିରିକ୍ତ ଶାସନ ସଚିବ ଶିବ ପ୍ରସାଦ ମହାପାତ୍ର, ଅରୁଣ କୁମାର ସାହୁ ଏବଂ ଯୁଗ୍ମ ଶାସନ ସଚିବ ଅଂଶୁମାନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

ଆଇନଜୀବୀ ଓଡ଼ିଶା ପ୍ରଦେଶ ନୋଟାରୀ ପୃଥ୍ୱୀରାଜ ହରିଚନ୍ଦନ ଲୋକସେବା ଭବନ ୱେବ ପୋର୍ଟାଲ
Share. Facebook Twitter LinkedIn Email WhatsApp Copy Link

Related Posts

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026
Latest News

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.