Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରରେ “ହେଲଦି ଡାଏଟ୍ ଅଭିଯାନ” ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

ଭୁବନେଶ୍ୱରରେ “ହେଲଦି ଡାଏଟ୍ ଅଭିଯାନ” ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

September 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Deputy CM Prabhati Parida
Deputy CM Prabhati Parida Launches 'Healthy Diet Campaign'

ଭୁବନେଶ୍ଵର: ଫିଟ୍ ରହିବା ପାଇଁ ସୁଷମ ଖାଦ୍ୟ ସହ ସୁସ୍ଥ ମନର ଆବଶ୍ୟକତା ରହିଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତ ପ୍ରକାଶ କରିଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗ ଓ ୟୁନିସେଫର ମିଳିତ ସହଭାଗିତାରେ ଭୁବନେଶ୍ୱରରେ “ହେଲଦି ଡାଏଟ୍ ଅଭିଯାନ” ର ଶୁଭାରମ୍ଭ କରି ସେ ବିଭିନ୍ନ ଖାଦ୍ୟାଭ୍ୟାସ ଉପରେ ଚର୍ଚ୍ଚା କରିଛନ୍ତି। ବଜାରର ଫାଷ୍ଟଫୁଡ୍ ଠାରୁ ଦୂରରେ ରହି ଘର ତିଆରି ଓ ପାରମ୍ପାରିକ ଖାଦ୍ୟ ତଥା ମାଣ୍ଡିଆ, ପଖାଳ ଓ ପିଠା ଆଦିକୁ ଆପଣେଇବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଏହିଅବସରରେ ସାମାଜିକ ବ୍ୟାବହାରିକ ପରିବର୍ତ୍ତନ ବିଷୟରେ ଏକ ପୋଷ୍ଟର ଉନ୍ମୋଚନ କରାଯାଇଛି।

କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ, ଚଳଚ୍ଚିତ୍ର ଅଭିନେତ୍ରୀ ଅନୁ ଚୌଧୁରୀ, ଅର୍ଚିତା ସାହୁ ଓ ସବ୍ୟସାଚୀଙ୍କ ପରି କଳାକାରମାନେ ସାମିଲ ହୋଇଛନ୍ତି।

Deputy CM Healthy Diet Campaign Prabhati Parida
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏସଟି ହ୍ରାସର ପ୍ରଭାବ: ପୂଜା ସମୟରେ ରେକର୍ଡ ସଂଖ୍ୟକ କାରବାର, ଜାଣନ୍ତୁ କେତେ କାର ହେଲା ବିକ୍ରି

October 4, 2025

ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?

October 4, 2025

ରେଳ ମନ୍ତ୍ରଣାଳୟର ବଡ ନିଷ୍ପତି, ବ୍ରହ୍ମପୁର ସୁରତ ଅମୃତ ଭାରତ ସାପ୍ତାହିକ ଏକ୍ସପ୍ରେସ ନିୟମିତ ଚାଲିବ, ଜାଣନ୍ତୁ ପୁରା ସୂଚନା

October 4, 2025

ଆଜି ଅକ୍ଟୋବର ଚାରି ତାରିଖ ଶନିବାରରେ ଏହି ତିନୋଟି ରାଶିର ଭାଗ୍ୟ ଫିଟିଲା…

October 4, 2025
Latest News

ଜିଏସଟି ହ୍ରାସର ପ୍ରଭାବ: ପୂଜା ସମୟରେ ରେକର୍ଡ ସଂଖ୍ୟକ କାରବାର, ଜାଣନ୍ତୁ କେତେ କାର ହେଲା ବିକ୍ରି

October 4, 2025

ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?

October 4, 2025

ରେଳ ମନ୍ତ୍ରଣାଳୟର ବଡ ନିଷ୍ପତି, ବ୍ରହ୍ମପୁର ସୁରତ ଅମୃତ ଭାରତ ସାପ୍ତାହିକ ଏକ୍ସପ୍ରେସ ନିୟମିତ ଚାଲିବ, ଜାଣନ୍ତୁ ପୁରା ସୂଚନା

October 4, 2025

ଆଜି ଅକ୍ଟୋବର ଚାରି ତାରିଖ ଶନିବାରରେ ଏହି ତିନୋଟି ରାଶିର ଭାଗ୍ୟ ଫିଟିଲା…

October 4, 2025

ଆଇଆଇଏମ ସମ୍ବଲପୁରର ୧୧ତମ ପ୍ରତିଷ୍ଠା ଦିବସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଉଦବୋଧନ

October 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.