Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରରେ “ହେଲଦି ଡାଏଟ୍ ଅଭିଯାନ” ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

ଭୁବନେଶ୍ୱରରେ “ହେଲଦି ଡାଏଟ୍ ଅଭିଯାନ” ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

September 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Deputy CM Prabhati Parida
Deputy CM Prabhati Parida Launches 'Healthy Diet Campaign'

ଭୁବନେଶ୍ଵର: ଫିଟ୍ ରହିବା ପାଇଁ ସୁଷମ ଖାଦ୍ୟ ସହ ସୁସ୍ଥ ମନର ଆବଶ୍ୟକତା ରହିଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତ ପ୍ରକାଶ କରିଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗ ଓ ୟୁନିସେଫର ମିଳିତ ସହଭାଗିତାରେ ଭୁବନେଶ୍ୱରରେ “ହେଲଦି ଡାଏଟ୍ ଅଭିଯାନ” ର ଶୁଭାରମ୍ଭ କରି ସେ ବିଭିନ୍ନ ଖାଦ୍ୟାଭ୍ୟାସ ଉପରେ ଚର୍ଚ୍ଚା କରିଛନ୍ତି। ବଜାରର ଫାଷ୍ଟଫୁଡ୍ ଠାରୁ ଦୂରରେ ରହି ଘର ତିଆରି ଓ ପାରମ୍ପାରିକ ଖାଦ୍ୟ ତଥା ମାଣ୍ଡିଆ, ପଖାଳ ଓ ପିଠା ଆଦିକୁ ଆପଣେଇବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଏହିଅବସରରେ ସାମାଜିକ ବ୍ୟାବହାରିକ ପରିବର୍ତ୍ତନ ବିଷୟରେ ଏକ ପୋଷ୍ଟର ଉନ୍ମୋଚନ କରାଯାଇଛି।

କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ, ଚଳଚ୍ଚିତ୍ର ଅଭିନେତ୍ରୀ ଅନୁ ଚୌଧୁରୀ, ଅର୍ଚିତା ସାହୁ ଓ ସବ୍ୟସାଚୀଙ୍କ ପରି କଳାକାରମାନେ ସାମିଲ ହୋଇଛନ୍ତି।

Deputy CM Healthy Diet Campaign Prabhati Parida
Share. Facebook Twitter LinkedIn Email WhatsApp Copy Link

Related Posts

NEET-UG 2027 ରେ ବଡ଼ ପରିବର୍ତ୍ତନ: 5-6 ଦିନ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା

July 7, 2026

ପରବର୍ତ୍ତୀ ଟି-୨୦ ସିରିଜରୁ ପ୍ରଶିକ୍ଷକ ଦାୟିତ୍ଵରୁ ମୁକ୍ତ ହେବେ ଗୌତମ ଗମ୍ଭୀର!: ଜାଣନ୍ତୁ କାହାକୁ ମିଳିବ ଦାୟିତ୍ଵ?

July 7, 2026

ଲକ୍ଷ ଲକ୍ଷ NEET ପରୀକ୍ଷାର୍ଥୀଙ୍କ ପାଇଁ ରିଫଣ୍ଡ ପାଇବାର ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ

July 7, 2026

AIADMKକୁ ବଡ଼ ଝଟକା: ଦଳ ଛାଡିଲେ କେ. ପଲାନିସ୍ୱାମୀଙ୍କ ଭାଇ କେ.ବି.ଏସ.

July 7, 2026
Latest News

NEET-UG 2027 ରେ ବଡ଼ ପରିବର୍ତ୍ତନ: 5-6 ଦିନ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା

July 7, 2026

ପରବର୍ତ୍ତୀ ଟି-୨୦ ସିରିଜରୁ ପ୍ରଶିକ୍ଷକ ଦାୟିତ୍ଵରୁ ମୁକ୍ତ ହେବେ ଗୌତମ ଗମ୍ଭୀର!: ଜାଣନ୍ତୁ କାହାକୁ ମିଳିବ ଦାୟିତ୍ଵ?

July 7, 2026

ଭାରତଠାରୁ ଇଣ୍ଡୋନେସିଆ କିଣିବ ସେହି କ୍ଷେପଣାସ୍ତ୍ର: ଯାହା ପାଇଁ ଭୟରେ ଥରୁଛି ପାକିସ୍ତାନ

July 7, 2026

ଲକ୍ଷ ଲକ୍ଷ NEET ପରୀକ୍ଷାର୍ଥୀଙ୍କ ପାଇଁ ରିଫଣ୍ଡ ପାଇବାର ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ

July 7, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ

July 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.