Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବନିର୍ମିତ ପାଟଣାଗଡ କୃଷି ଭବନର ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

ନବନିର୍ମିତ ପାଟଣାଗଡ କୃଷି ଭବନର ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ

September 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
KV Singh Deo
KV Singh Deo inaugurates Krushi Bhavan in Bolangir

ଭୁବନେଶ୍ଵର: ନବନିର୍ମିତ ପାଟଣାଗଡ କୃଷି ଭବନର ଲୋକାର୍ପଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର ଓ ସମ୍ବଲପୁର ପରେ ଉପଖଣ୍ଡସ୍ତରରେ ପ୍ରଥମ ଥର ପାଇଁ ପାଟଣାଗଡ଼ଠାରେ କୃଷି ଭବନ ଉଦଘାଟନ କରାଯାଇଛି। ରାସାୟନିକ ସାର ବଦଳରେ ଜୈବିକ ଚାଷକୁ ଉପମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ବୈଜ୍ଞାନିକ ପଦ୍ଧତିରେ ଚାଷ କଲେ କମ ଖର୍ଚ୍ଚରେ ଅଧିକ ଉପାଦାନ ହୋଇପାରିବ ବୋଲି କହିଛନ୍ତି।

ଆସନ୍ତା ୧୭ ତାରିଖ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାଙ୍କ ନାମରେ ଏକ ଗଛ ଲଗାଇବା ପାଇଁ ଶ୍ରୀ ସିଂହ ଦେଓ ପରାମର୍ଶ ଦେବା ସହ ସୁଭଦ୍ରା ମା ମାନଙ୍କୁ ପାଞ୍ଚଟି ଲେଖାଏଁ ଗଛ ପ୍ରଦାନ କରିଥିଲେ। ଏହି ଅବସରରେ ବଲାଙ୍ଗୀର ସାଂସଦ ସଂଗୀତା କୁମାରୀ ସିଂ ଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଉପସ୍ଥିତ ଥିଲେ।

bolangir Krushi Bhavan KV Singh Deo କନକବର୍ଦ୍ଧନ ସିଂହଦେଓ
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026
Latest News

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.