Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁରରେ ଅବକାରୀ ଓ ପୋଲିସର ମିଳିତ ଚଢାଉ: ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ଜବତ
ଆଜିର ଖବର

ବାଣପୁରରେ ଅବକାରୀ ଓ ପୋଲିସର ମିଳିତ ଚଢାଉ: ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ଜବତ

September 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରରେ ଅବକାରୀ ଓ ପୋଲିସର ମିଳିତ ଚଢାଉ
ବାଣପୁରରେ ଅବକାରୀ ଓ ପୋଲିସର ମିଳିତ ଚଢାଉ: ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ଜବତ

ବାଣପୁର: ଗତକାଲି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ପୋଲିସ ଓ ଅବକାରୀ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି। ଉକ୍ତ ଚଢ଼ାଉରେ ବିପୁଳ ପରିମାଣରେ ଦେଶୀ ମଦ ଓ ମହୁଲ ଜବତ ହୋଇଛି।

ସୂଚନା ମୁତାବକ ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀଙ୍କ ନିର୍ଦେଶକ୍ରମେ ଏବଂ ଟାଙ୍ଗୀ ରେଞ୍ଜ ଅବକାରୀ ଅଧିକାରୀ ରାଧାକାନ୍ତ ଭୋଇଙ୍କ ତତ୍ୱାବଧାନରେ ବାଣପୁର ଥାନା ଅନ୍ତର୍ଗତ ମନ୍ଦାର ଓ ପଣସଡିହ ଗ୍ରାମରେ ଚଢ଼ାଉ କରାଯାଇଥିଲା। ଉକ୍ତ ଚଢ଼ାଉରେ ମନ୍ଦାର ଗ୍ରାମରୁ ୯୪୦୦ କେଜି ମହୁଲ ପୋଚ ଏବଂ ୯୫୦ ଲିଟର ମହୁଲି ମଦ ଜବତ ହୋଇଛି। ଏହାପରେ ପଣସଡିହ ଗ୍ରାମର ରବି ଶବରଙ୍କ ଠାରୁ ୩୦୦ ଲିଟର ମଦ ଜବତ ହୋଇଥିବା ବେଳେ ତାଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି।

ଉକ୍ତ ଚଢ଼ାଉରେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲି, ବାଣପୁର ଥାନା ଏଏସଆଇ ସଞ୍ଜୟ କୁମାର ପାତ୍ର, ଟାଙ୍ଗୀ ଅବକାରୀ ଅଧୂକାରୀ ରମେଶ ଚନ୍ଦ୍ର ବାରିକ, ବେଗୁନିଆ ଅବକାରୀ ଅଧିକାରୀ ମିତ୍ରାବିନ୍ଦା ପରିଡା, ସୁଜିତ କୁମାର ନାଗ ପ୍ରମୁଖ ସାମିଲ ଥିଲେ।

ଦେଶୀ ମଦ ବାଣପୁର ବିପୁଳ ପରିମାଣ ମହୁଲ ଜବତ ମିଳିତ ଚଢାଉ
Share. Facebook Twitter LinkedIn Email WhatsApp Copy Link

Related Posts

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026

ସ୍ଥିର ହେଲା କେବେ ମିଳିବ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୨ ତମ କିସ୍ତି?: ଜାଣନ୍ତୁ…

March 11, 2026

ବିଜେଡ଼ି ଛାଡ଼ିଲେ ବାଲେଶ୍ଵର ସଦର ବ୍ଲକ ଅଧ୍ୟକ୍ଷା

March 11, 2026

ହରିଶ ରାଣାଙ୍କ ଇଚ୍ଛାମୃତ୍ୟୁକୁ ମଞ୍ଜୁର କଲେ ସୁପ୍ରିମକୋର୍ଟ: ଜାଣନ୍ତୁ ସଂପୂର୍ଣ୍ଣ ମାମଲା

March 11, 2026
Latest News

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026

ସ୍ଥିର ହେଲା କେବେ ମିଳିବ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୨ ତମ କିସ୍ତି?: ଜାଣନ୍ତୁ…

March 11, 2026

ବିଜେଡ଼ି ଛାଡ଼ିଲେ ବାଲେଶ୍ଵର ସଦର ବ୍ଲକ ଅଧ୍ୟକ୍ଷା

March 11, 2026

ହରିଶ ରାଣାଙ୍କ ଇଚ୍ଛାମୃତ୍ୟୁକୁ ମଞ୍ଜୁର କଲେ ସୁପ୍ରିମକୋର୍ଟ: ଜାଣନ୍ତୁ ସଂପୂର୍ଣ୍ଣ ମାମଲା

March 11, 2026

ଟି-୨୦ ବିଶ୍ୱକପ୍ ପରେ ରାଙ୍କିଂ ଜାରି କଲା ଆଇସିସି: ସବୁ କ୍ଷେତ୍ରରେ ଭାରତୀୟ ଖେଳାଳିଙ୍କ ପ୍ରାଧାନ୍ୟ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.