Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅକ୍ଟୋବର ୭ରୁ ଆରମ୍ଭ ହେବ ହବିଷ ବ୍ରତ
ଆଜିର ଖବର

ଅକ୍ଟୋବର ୭ରୁ ଆରମ୍ଭ ହେବ ହବିଷ ବ୍ରତ

September 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Puri
Puri: Habishyali Preparatory meeting

ଭୁବନେଶ୍ଵର: ଅକ୍ଟୋବର ୭ ତାରିଖରୁ ହବିଷ ବ୍ରତ ଆରମ୍ଭ ହେବ। ପୁରୀରେ ହବିଷ ପାଇଁ ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନଲାଇନ ମାଧ୍ୟମରେ ପଞ୍ଜିକରଣ କରାଯିବ। ହବିଷ୍ୟାଳୀମାନଙ୍କୁ ୪ ଗୋଟି ରହଣି କେନ୍ଦ୍ର ଯଥା ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ମୋଚିସାହି କଲ୍ୟାଣ ମଣ୍ଡପ ଓ ରେଳବାଇ ଆଶ୍ରୟସ୍ଥଳରେ ରଖାଯିବ ବୋଲି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ସୂଚନା ଦେଇଛନ୍ତି। ପୁରୀ ସର୍କିଟ ହାଉସଠାରେ ହବିଷ ବ୍ରତ କାର୍ଯ୍ୟର ସମୀକ୍ଷା ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଶ୍ରୀ ପରିଡା କହିଛନ୍ତି, ଶ୍ରୀକ୍ଷେତ୍ରରେ ରହିବାକୁ ଆସୁଥିବା ହବିଷ୍ୟାଳିଙ୍କ ସୁବିଧା ପାଇଁ ସବୁ ବ୍ୟବସ୍ଥା କରାଯିବ।

ସୁରକ୍ଷିତ ରହଣି, ପ୍ରବଚନ, ଭଜନ, ପାଲା ଇତ୍ୟାଦି ବ୍ୟବସ୍ଥା ସହ ଚିକିତ୍ସା, ପରିମଳ, ପାନୀୟ ଜଳ, ସ୍ୱେଚ୍ଛାସେବୀ ସହଯୋଗର ମଧ୍ୟ ବ୍ୟବସ୍ଥା କରାଯିବ। ଏଥିପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

 

ଅକ୍ଟୋବର ୭ ତାରିଖ ପୁରୀ ହବିଷ ବ୍ରତ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ

April 2, 2026

ଆଜି କିଏ ଜିତିବ, କୋଲକାତା ଏବଂ ହାଇଦ୍ରାବାଦ ମଧ୍ୟରେ କାହାର ପଲ୍ଲା ଭାରି?

April 2, 2026

ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

April 2, 2026
Latest News

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ସଂସଦରେ ସ୍ୱତନ୍ତ୍ର ଅଧିବେଶନ ଡାକିଲେ ସରକାର: ମହିଳା ସଂରକ୍ଷଣ ବିଲ୍ ଉପରେ ହେବ ଆଲୋଚନା

April 2, 2026

‘ହର୍ମୁଜ୍’ ପାଇଁ ୩୫ଟି ରାଷ୍ଟ୍ରର ବୈଠକ: ଭାରତକୁ ମଧ୍ୟ ମିଳିଲା ନିମନ୍ତ୍ରଣ

April 2, 2026

‘କର୍ମଯୋଗୀ ସାଧନା ସପ୍ତାହ’ କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

April 2, 2026

‘ଅରେଞ୍ଜ ଇକୋନୋମି’କୁ ଗତି: ସାରା ଦେଶରେ କଣ୍ଟେଣ୍ଟ କ୍ରିଏଟର ଲ୍ୟାବ୍ ର ବିସ୍ତାର

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.