Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାରଖଣ୍ଡରେ 3 ବର୍ଷର ବାଳିକାକୁ ଦୁଷ୍କର୍ମ ପରେ ହତ୍ୟା : 3 ଗିରଫ
ଆଜିର ଖବର

ଝାରଖଣ୍ଡରେ 3 ବର୍ଷର ବାଳିକାକୁ ଦୁଷ୍କର୍ମ ପରେ ହତ୍ୟା : 3 ଗିରଫ

August 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଝାରଖଣ୍ଡରେ ଜଣେ ତିନି ବର୍ଷର ବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଛି । ପୋଲିସ ଏହି ମାମଲାରେ ତିନି ଜଣଙ୍କୁ ଗିରଫ କରିଛି । ବୁଧବାର ଦୁଇ ଜଣ ଅଭିଯୁକ୍ତ ବାଳିକାକୁ ରେଲଓ୍ବେ ପ୍ଲାଟଫର୍ମରୁ ଅପହରଣ କରି ନେଇଥିଲେ । ଟେଲକୋ ପୋଲିସ ଷ୍ଟେସନ୍‌ ନିକଟବର୍ତ୍ତୀ ଅଞ୍ଚଳରୁ ବାଳିକାଙ୍କ ମୁଣ୍ଡ ବୀହିନ ଶରୀର ମିଳିଥିଲା । ଦୁଇ ଅପହରଣକାରୀଙ୍କ ସମେତ ତିନି ଅଭିଯୁକ୍ତଙ୍କୁ ପୋଲିସ୍‌ ଗିରଫ କରିଛି । ପୋଲିସ୍‌ କୁକୁର ସହାୟତାରେ ଝିଅଟିର କଟା ମୁଣ୍ଡ ଜବତ କରାଯାଇଥିବା ନେଇ ରେଳବାଇ ପୋଲିସ୍‌ ମୁଖ୍ୟ ଏହେତ୍‌ସାମ୍‌ ଓ୍ବାକ୍ବାରିବ୍‌ ସୂଚନା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026

ବେଣ୍ଟ ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ଗଳିତ କଙ୍କାଳ ଉଦ୍ଧାର: ରହସ୍ୟ ଘେରରେ ମୃତ୍ୟୁ

August 20, 2026

ରାଜ୍ୟ ରାଜପଥରେ ୩ ଫୁଟର ପାଣି

August 20, 2026
Latest News

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026

ବେଣ୍ଟ ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ଗଳିତ କଙ୍କାଳ ଉଦ୍ଧାର: ରହସ୍ୟ ଘେରରେ ମୃତ୍ୟୁ

August 20, 2026

ରାଜ୍ୟ ରାଜପଥରେ ୩ ଫୁଟର ପାଣି

August 20, 2026

ଏସ୍‌ସିବିରେ ହେବ ଆଉ ଏକ ମେଡିସିନ୍‌ ବ୍ଲକ୍‌

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.