Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମତ୍ସ୍ୟଚାଷ ପ୍ରଶିକ୍ଷଣ ଏବଂ ସଚେତନତା ଶିବିରରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

ମତ୍ସ୍ୟଚାଷ ପ୍ରଶିକ୍ଷଣ ଏବଂ ସଚେତନତା ଶିବିରରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

September 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Dy CM Pravati Parida
Dy CM Pravati Parida distributes Kamadhenu yojana assistance in Nimapada

ପୁରୀ: ପୁରୀ ଜିଲ୍ଲା ନିମାପଡ଼ା ବ୍ଲକ ପରିସରରେ ମତ୍ସ୍ୟଚାଷ ପ୍ରଶିକ୍ଷଣ ଏବଂ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ସମନ୍ୱିତ କୃଷି ଓ ପ୍ରାଣୀସମ୍ପଦ ବିକାଶ ପାଇଁ ୪୭ଜଣ ଚାଷୀଙ୍କୁ ୧ କୋଟି ୧୦ଲକ୍ଷରୁ ଅଧିକ ଟଙ୍କାର ସହାୟତା ବିତରଣ କରିଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗୀ ଯୋଜନାରେ ୨୩ଜଣ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। କାର୍ଯ୍ୟକ୍ରମରେ ଆଧୁନିକ ଜ୍ଞାନକୌଶଳ ଅବଲମ୍ବନ କରି ମାଛଚାଷ ବୃଦ୍ଧି କରିବା ଏବଂ ମତ୍ସ୍ୟଚାଷୀଙ୍କ ଆର୍ଥିକ ସ୍ଥିତିରେ ସୁଧାର ଆଣିବା ସଂପର୍କରେ ତାଲିମ ଦିଆଯାଇଛି।

ଉପମୁଖ୍ୟମନ୍ତ୍ରୀ ନିମାପଡ଼ା ବ୍ଲକ ପୁରୀ ଜିଲ୍ଲା ପ୍ରଭାତୀ ପରିଡା ମତ୍ସ୍ୟଚାଷ ପ୍ରଶିକ୍ଷଣ ସଚେତନତା ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ନାଚୁଣୀ: ଆସନ୍ତା ୧୧ରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ, ଉଦଘାଟନ କରିବେ ଆଇନ ମନ୍ତ୍ରୀ

January 9, 2026

‘ମୁଁ ନେହେରୁଙ୍କ ବଡ଼ ପ୍ରଶଂସକ, କିନ୍ତୁ ସମସ୍ତ ନୀତିକୁ ସମର୍ଥନ କରେ ନାହିଁ’: କଂଗ୍ରେସ ସାଂସଦ ଶଶି ଥରୁର

January 9, 2026

‘ଚାକିରି ବଦଳରେ ଜମି’ ମାମଲା: ଲାଲୁ ଯାଦବଙ୍କ ପରିବାରକୁ ବଡ଼ ଝଟକା ଦେଲେ କୋର୍ଟ

January 9, 2026

ବଡ ସଂଖ୍ୟକ ପଦବୀ ପାଇଁ ନିଯୁକ୍ତି ଘୋଷଣା କଲା ରେଳବାଇ: ଜାଣନ୍ତୁ କେଉଁମାନେ କରିବେ ଆବେଦନ

January 9, 2026
Latest News

ନାଚୁଣୀ: ଆସନ୍ତା ୧୧ରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ, ଉଦଘାଟନ କରିବେ ଆଇନ ମନ୍ତ୍ରୀ

January 9, 2026

‘ମୁଁ ନେହେରୁଙ୍କ ବଡ଼ ପ୍ରଶଂସକ, କିନ୍ତୁ ସମସ୍ତ ନୀତିକୁ ସମର୍ଥନ କରେ ନାହିଁ’: କଂଗ୍ରେସ ସାଂସଦ ଶଶି ଥରୁର

January 9, 2026

‘ଚାକିରି ବଦଳରେ ଜମି’ ମାମଲା: ଲାଲୁ ଯାଦବଙ୍କ ପରିବାରକୁ ବଡ଼ ଝଟକା ଦେଲେ କୋର୍ଟ

January 9, 2026

ବଡ ସଂଖ୍ୟକ ପଦବୀ ପାଇଁ ନିଯୁକ୍ତି ଘୋଷଣା କଲା ରେଳବାଇ: ଜାଣନ୍ତୁ କେଉଁମାନେ କରିବେ ଆବେଦନ

January 9, 2026

ଶିକ୍ଷକମାନଙ୍କ ସମସ୍ୟା ସମାଧାନ ପାଇଁ ଗଠିତ କମିଟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଲେ ସାକ୍ଷାତ, କହିଲେ….

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.