Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିର ଉପରେ ବାରମ୍ବାର ଡ୍ରୋନ ଉଡିବାକୁ ନେଇ ଉଦବେଗ ପ୍ରକାଶ କଲେ ପ୍ରକାଶ ମିଶ୍ର
ଆଜିର ଖବର

ଶ୍ରୀମନ୍ଦିର ଉପରେ ବାରମ୍ବାର ଡ୍ରୋନ ଉଡିବାକୁ ନେଇ ଉଦବେଗ ପ୍ରକାଶ କଲେ ପ୍ରକାଶ ମିଶ୍ର

September 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Prakash Mishra, Advisor to CMO
Prakash Mishra, Advisor to CMO, speaks on Drone flying over Srimandir

ପୁରୀ: ପୁରୀ ପୁଲିସ ରିଜର୍ଭଲାଇନ ସମ୍ମିଳନୀ କକ୍ଷରେ ଜିଲ୍ଲା ଅବସରପ୍ରାପ୍ତ ପୁଲିସ ପଦାଧିକାରୀ କଲ୍ୟାଣ ସଂଘର ଅଷ୍ଟାଦଶ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ତଥା ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ର କହିଛନ୍ତି ଯେ, ଅବସରପ୍ରାପ୍ତ ପୁଲିସ ଅଧିକାରୀମାନେ ଅବିରତ ଭାବେ ଏକତା ଓ ସେବା ଭାବନାର ନିର୍ଦ୍ଦଶନ ଦେଇ ଆଗାମୀ ପିଢିଙ୍କୁ ଅନୁପ୍ରାଣିତ କରୁଛନ୍ତି। ଶ୍ରୀମନ୍ଦିର ଉପରେ ବାରମ୍ବାର ଡ୍ରୋନ ଉଡିବା ଏବଂ ଡ୍ରୋନଦ୍ବାରା ବିଭିନ୍ନ କାର୍ଯ୍ୟ ହେବାନେଇ ଶ୍ରୀ ମିଶ୍ର ଉଦବେଗ ପ୍ରକାଶ କରିଥିଲେ।

ଏହି ଉତ୍ସବରେ ପୁଲିସ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ, କେନ୍ଦ୍ରାଞ୍ଚଳ ଆଇଜି ସତ୍ୟଜିତ ନାୟକ, ପୁରୀ ଜିଲ୍ଲାସଂଘ ସଭାପତି ପି.ଚିଟି ରାୟ ପ୍ରମୁଖ ଉପସ୍ଥିତ ଥିଲେ।

Advisor to CMO Drone flying Prakash Mishra Puri srimandir
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭବ୍ୟ ସମ୍ବର୍ଦ୍ଧନା

October 16, 2026

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026
Latest News

ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭବ୍ୟ ସମ୍ବର୍ଦ୍ଧନା

October 16, 2026

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.