Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଥାନା ଅଧିକାରୀଙ୍କୁ ଆକ୍ରମଣ ମାମଲା : 13 ଜଣଙ୍କୁ ଗିରଫ କଲା ପୋଲିସ୍‌
ଆଜିର ଖବର

ଥାନା ଅଧିକାରୀଙ୍କୁ ଆକ୍ରମଣ ମାମଲା : 13 ଜଣଙ୍କୁ ଗିରଫ କଲା ପୋଲିସ୍‌

August 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲେଶ୍ୱର ବାଲିଆପାଳ ଥାନା ଅଧିକାରୀଙ୍କୁ ଆକ୍ରମଣ ଘଟଣାରେ 13 ଜଣଙ୍କୁ ଗିରଫ କରିଛି ପୋଲିସ । ଅଟକଙ୍କ ମଧ୍ୟରେ ମହିଳାମାନେ ରହିଥିବା ଜଣାପଡ଼ିଛି । ସେମାନଙ୍କୁ ବସ୍ତା ପୋଲିସ ଷ୍ଟେସନରେ ରଖି ପଚରାଉଚରା କରାଯାଉଛି । ଲୋକଙ୍କୁ ଅଟକ ରଖାଯାଇଥିବାରୁ ପୁଣି ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ସେଥିପାଇଁ ବାଲିଆପାଳରେ 7 ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଉଲ୍ଲେଖ ଯୋଗ୍ୟ ଯେ, ଏକ ଢାବାରେ ଜଣେ ନାବାଳକଙ୍କର ସନ୍ଦେହ ଜନକ ମୃତ୍ୟୁ ହୋଇଥିଲା । ମାମଲାର ତଦନ୍ତ ପାଇଁ ଯାଇଥିବା ବାଲିଆପାଳ ଥାନା ଆଇଆଇସି ପ୍ରଭୁକଲ୍ୟାଣ ଆଚାର୍ଯ୍ୟଙ୍କୁ ଆକ୍ରମଣ କରିଥିଲେ ଲୋକ । ଫଳରେ ଅଧିକାରୀ ଜଣକ ଆହତ ହୋଇଥିଲେ । ମାନାବାଧିକାର କମିଶନ ଏହି ମାମଲାର ତଦନ୍ତ କରୁଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଥରେ ନିଷେଧାଦେଶ ବଢାଇଲା ପାକିସ୍ତାନ: ଭାରତୀୟ ବିମାନ ପାଇଁ ବନ୍ଦ ରହିବ ଆକାଶ ମାର୍ଗ

August 20, 2026

ଛାତ୍ରୀ ଅପହରଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 20, 2026

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026
Latest News

ପୁଣି ଥରେ ନିଷେଧାଦେଶ ବଢାଇଲା ପାକିସ୍ତାନ: ଭାରତୀୟ ବିମାନ ପାଇଁ ବନ୍ଦ ରହିବ ଆକାଶ ମାର୍ଗ

August 20, 2026

ଛାତ୍ରୀ ଅପହରଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 20, 2026

୨୪ ଘଣ୍ଟା ମଧ୍ୟରେ ଭାରତ ମାଧ୍ୟମରେ ପାକିସ୍ତାନକୁ ତିନୋଟି ଝଟକା: ଜାଣନ୍ତୁ….

August 20, 2026

“ଆରଏସଏସକୁ ବ୍ୟାନ୍ କର”: USCIRFର ମୁଖ୍ୟଙ୍କ ବଡ଼ ଦାବି

August 20, 2026

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.