Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନକ୍ସଲ ବିରୋଧୀ ଅଭିଯାନ: ସିଆରପିଏଫ କୋବ୍ରା ବାଟାଲିୟନ ଓ ଝାଡ଼ଖଣ୍ଡ ପୋଲିସକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା
ଆଜିର ଖବର

ନକ୍ସଲ ବିରୋଧୀ ଅଭିଯାନ: ସିଆରପିଏଫ କୋବ୍ରା ବାଟାଲିୟନ ଓ ଝାଡ଼ଖଣ୍ଡ ପୋଲିସକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା

September 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Union minister
ହିଂସା ପରିତ୍ୟାଗ ନିଷ୍ପତ୍ତିକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ଵର: କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ, ଆଜି ଝାଡ଼ଖଣ୍ଡର ହଜାରିବାଗରେ ନକ୍ସଲ ବିରୋଧୀ ଅଭିଯାନରେ ଏକ ବିଶାଳ ସଫଳତା ହାସଲ କରିବା ପାଇଁ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆରପିଏଫ୍‍)ର କୋବ୍ରା ବାଟାଲିୟନ ଏବଂ ଝାଡ଼ଖଣ୍ଡ ପୋଲିସକୁ ପ୍ରଶଂସା କରିଛନ୍ତି।

ଏକ୍ସରେ ଏକ ପୋଷ୍ଟରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ, କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆରପିଏଫ୍‍) ର କୋବ୍ରା ବାଟାଲିୟନ ଏବଂ ଝାଡ଼ଖଣ୍ଡ ପୋଲିସ ଆଜି ଝାଡ଼ଖଣ୍ଡର ହଜାରିବାଗରେ ନକ୍ସଲ ବିରୋଧୀ ଅଭିଯାନରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଏହି ଅଭିଯାନରେ, ୧ କୋଟି ପୁରସ୍କାର ଥିବା କୁଖ୍ୟାତ ନକ୍ସଲ କମାଣ୍ଡର, ସିପିଆଇ (ଏମ୍) ର ସିସିଏମ୍ ସହଦେବ ସୋରେନ ଓରଫ ପରଭେଶଙ୍କୁ ନିପାତ କରାଯାଇଛି।

ସୁରକ୍ଷା ବାହିନୀ ଦ୍ୱାରା ପୁରସ୍କାର ରାଶି ଘୋଷଣା ହୋଇଥିବା ଅନ୍ୟ ଦୁଇ କୁଖ୍ୟାତ ନକ୍ସଲ – ରଘୁନାଥ ହେମ୍ବ୍ରମ ଓରଫ ଚଞ୍ଚଲ ଏବଂ ବୀରସେନ ଗଞ୍ଜୁ ଓରଫ ରାମଖେଲୱାନଙ୍କୁ ମଧ୍ୟ ନିପାତ କରାଯାଇଛି। ଶ୍ରୀ ଶାହ ଆହୁରି କହିଛନ୍ତି ଯେ, ଏହି ନକ୍ସଲ ବିରୋଧୀ ଅଭିଯାନ ପରେ, ଉତ୍ତର ଝାଡ଼ଖଣ୍ଡର ବୋକାରୋ ଅଞ୍ଚଳରୁ ନକ୍ସଲବାଦ ସମ୍ପୂର୍ଣ୍ଣ ଭାବରେ ମୂଳପୋଛ କରାଯାଇଛି। ଖୁବ୍ ଶୀଘ୍ର, ସମଗ୍ର ଦେଶ ନକ୍ସଲବାଦର ଭୟରୁ ମୁକ୍ତ ହେବ।

ଅମିତ ଶାହ ଝାଡ଼ଖଣ୍ଡ ପୋଲିସ ନକ୍ସଲ ବିରୋଧୀ ଅଭିଯାନ ସିଆରପିଏଫ କୋବ୍ରା ବାଟାଲିୟନ
Share. Facebook Twitter LinkedIn Email WhatsApp Copy Link

Related Posts

ନେପାଳରେ ଆକସ୍ମିକ ବନ୍ୟା ପରିସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 27, 2026

ଦୁର୍ଘଟଣାରେ ଜୀବନ ହାରିଲେ ପୂର୍ବତନ ସରପଞ୍ଚ ତଥା ପିଇଓ ମୁନେସ ପ୍ରଧାନ

August 27, 2026

ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତିଙ୍କ ଗଭୀର ଶୋକବ୍ୟକ୍ତ

August 27, 2026

ଆଜି ଅଗଷ୍ଟ ୨୭ରେ ଏହି ସାତୋଟି ରାଶିର ବ୍ୟକ୍ତିଙ୍କ ବଢିବ ଧନ, ଜାଣନ୍ତୁ ରାଶିଫଳ

August 27, 2026
Latest News

ନେପାଳରେ ଆକସ୍ମିକ ବନ୍ୟା ପରିସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 27, 2026

ଦୁର୍ଘଟଣାରେ ଜୀବନ ହାରିଲେ ପୂର୍ବତନ ସରପଞ୍ଚ ତଥା ପିଇଓ ମୁନେସ ପ୍ରଧାନ

August 27, 2026

ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତିଙ୍କ ଗଭୀର ଶୋକବ୍ୟକ୍ତ

August 27, 2026

ଆଜି ଅଗଷ୍ଟ ୨୭ରେ ଏହି ସାତୋଟି ରାଶିର ବ୍ୟକ୍ତିଙ୍କ ବଢିବ ଧନ, ଜାଣନ୍ତୁ ରାଶିଫଳ

August 27, 2026

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.