Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆପଡ଼ା ଉପ-ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବୈଠକ
ଆଜିର ଖବର

ନୂଆପଡ଼ା ଉପ-ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବୈଠକ

September 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Chief Electoral Officer meets
Chief Electoral Officer meets with recognized political parties

ଭୁବନେଶ୍ଵର: ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ୭୧-ନୂଆପଡ଼ା ବିଧାନସଭା ମଣ୍ଡଳୀର ଆସନ୍ନ ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ସମ୍ପର୍କରେ ସୋମବାର ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ ଦଳଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।

ମୁଖ୍ୟ ନିର୍ବାଚନ ଅଧିକାରୀ ଆର. ଏସ. ଗୋପାଳନ (ଭା.ପ୍ର.ସେ) ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ ଦଳମାନେ ଯେତେ ଶୀଘ୍ର ସମ୍ଭବ ସେତେ ଶୀଘ୍ର ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତ କରି ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପ୍ରକ୍ରିୟାକୁ ତୃଣମୂଳସ୍ତରରେ ଅଧିକ କ୍ରିୟାଶୀଳ କରିବା ଉପରେ ବୈଠକରେ ଗୁରୁତ୍ୱାରୋପ କରିଥିଲେ। ବୈଠକରେ ନୂଆପଡ଼ା ବିଧାନସଭା ମଣ୍ଡଳୀର ଚିଠା ଭୋଟର ତାଲିକାର ସଫ୍ଟ କପି ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ପ୍ରଦାନ କରାଯାଇଥିଲା।

Read More- Industrial Revolution in Odisha: CM Mohan Majhi Unveils ₹25,000 Cr Investment

ଉପ-ନିର୍ବାଚନ ନୂଆପଡ଼ା ବିଧାନସଭା ମଣ୍ଡଳୀ ଭାରତ ନିର୍ବାଚନ ଆୟୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରେ ମେଗା ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

January 11, 2026

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026
Latest News

ଚିଲିକାରେ ମେଗା ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

January 11, 2026

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.