Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂଜକଙ୍କୁ ଆତର୍କିତ ଆକ୍ରମଣ: ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି
ଆଜିର ଖବର

ପୂଜକଙ୍କୁ ଆତର୍କିତ ଆକ୍ରମଣ: ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି

September 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂଜକଙ୍କୁ ଆତର୍କିତ ଆକ୍ରମଣ
ପୂଜକଙ୍କୁ ଆତର୍କିତ ଆକ୍ରମଣ: ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲାର ଅଧୀଷ୍ଠାତ୍ରୀ ଦେବୀ ମାଁ ତାରାତାରିଣୀ ମନ୍ଦିରର ପୂଜକ ଗୋପିନାଥ ରଣାଙ୍କୁ କିଛି ଯୁବକ ଆତର୍କିତ ଭାବେ ଆକ୍ରମଣ କରିଛନ୍ତି। ଆକ୍ରମଣ ପରେ ଅଭିଯୁକ୍ତମାନେ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ବେଳେ ପୂଜକ ଗୋପିନାଥ ଗୁରୁତର ଅବସ୍ଥାରେ ବର୍ତ୍ତମାନ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ପୁରୁଷୋତ୍ତମ ପୁର ଥାନା ଅର୍ନ୍ତଗତ ତାରାତାରିଣୀ ଛକରେ ଗୋପିନାଥ ବସିଥିବା ବେଳେ ହଠାତ୍ କିଛି ଯୁବକ ଆସି ତାକୁ ବିଭିନ୍ନ ମାରଣାସ୍ତ୍ରରେ ହାଣି ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲେ। ଆକ୍ରମଣର କାରଣ ଅସ୍ପଷ୍ଟ ଥିବା ବେଳେ କିଛି ସ୍ଥାନୀୟ ଲୋକେ ତାକୁ ପ୍ରଥମେ ଭାଟକୁମରଡା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାକୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

ଆତର୍କିତ ଆକ୍ରମଣ ଗଞ୍ଜାମ ଜିଲ୍ଲା ଗୁରୁତର ଅବସ୍ଥା ଗୋପିନାଥ ରଣା ବ୍ରହ୍ମପୁର ବଡ ଡାକ୍ତରଖାନା ମାଁ ତାରାତାରିଣୀ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026
Latest News

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.