Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୮ ରୁ ବିଧାନସଭାର ମୌସୁମୀ ଅଧିବେଶନ: ସର୍ବଦଳୀୟ ବୈଠକରେ ସହଯୋଗ ଲୋଡିଲେ ବାଚସ୍ପତି
ଆଜିର ଖବର

୧୮ ରୁ ବିଧାନସଭାର ମୌସୁମୀ ଅଧିବେଶନ: ସର୍ବଦଳୀୟ ବୈଠକରେ ସହଯୋଗ ଲୋଡିଲେ ବାଚସ୍ପତି

September 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସର୍ବଦଳୀୟ ବୈଠକ
୧୮ ରୁ ବିଧାନସଭାର ମୌସୁମୀ ଅଧିବେଶନ: ସର୍ବଦଳୀୟ ବୈଠକରେ ସହଯୋଗ ଲୋଡିଲେ ବାଚସ୍ପତି

ଭୁବନେଶ୍ଵର: ଆସନ୍ତା ୧୮ ତାରିଖ ଠାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହି ପରିପ୍ରେକ୍ଷୀରେ ଆଜି ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି।ସେପ୍ଟେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରରେ ପରିଚାଳନା ଲାଗି ବୈଠକରେ ସମସ୍ତଙ୍କ ସହଯୋଗ ଲୋଡ଼ାଯାଇଛି।

ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ପ୍ରମୁଖ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026
Latest News

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ଇଣ୍ଡିଆ ଏଆଇ ଷ୍ଟାକ୍: ପ୍ରଯୁକ୍ତିରେ ସଶକ୍ତ ଭବିଷ୍ୟତ

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.