Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀବାସୀଙ୍କ ପାଇଁ ଆପ୍‌ସରକାରଙ୍କ ବଡ଼ ଉପହାର : ୨୦୦ ୟୁନିଟ୍‌ ପର୍ଯ୍ୟନ୍ତ ବିଜୁଳି ବିଲ୍‌ ଦେୟମୁକ୍ତ
ଆଜିର ଖବର

ଦିଲ୍ଲୀବାସୀଙ୍କ ପାଇଁ ଆପ୍‌ସରକାରଙ୍କ ବଡ଼ ଉପହାର : ୨୦୦ ୟୁନିଟ୍‌ ପର୍ଯ୍ୟନ୍ତ ବିଜୁଳି ବିଲ୍‌ ଦେୟମୁକ୍ତ

August 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନିର୍ବାଚନୀ ବର୍ଷରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଦିଲ୍ଲୀ ଜନତାଙ୍କ ଉପରେ ଉପହାରର ବର୍ଷା କରୁଛନ୍ତି । ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ଆପ୍‌ ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ଦିଲ୍ଲୀରେ ୨୦୦ ୟୁନିଟ୍‌ ପର୍ଯ୍ୟନ୍ତ ବିଜୁଳି ଖର୍ଚ୍ଚ ପାଇଁ ବିଲ୍‌ ସମ୍ପୂର୍ଣ୍ଣ ଦେୟମୁକ୍ତ  କରିଛନ୍ତି । ଯଦି ୨୦୦ ୟୁନିଟ୍‌ ଉପରେ ବିଜୁଳି ଖର୍ଚ୍ଚ ହୋଇଛି, ତେବେ ତେବେ ଏହାଠାରୁ ଅଧିକ ୟୁନିଟ୍‌ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଦ୍ୟୁତ୍‌ ବିଲ୍‌ ପୈଠ କରିବାକୁ ପଡ଼ିବ। ଏହି ଛାଡ଼ ପରେ ସବସିଡି ଉପରେ ପାଖାପାଖି ୧୮୦୦ କୋଟିର ଖର୍ଚ୍ଚ ହେବ । ପୂର୍ବରୁ ୨୦୦ ୟୁନିଟ୍‌ ପାଇଁ ପୂର୍ବରୁ ୬୨୨ ଟଙ୍କା ଏବେ ମାଗଣା କରାଯାଇଛି । ୨୦୧ରୁ ୪୦୦ ୟୁନିଟ୍‌ ଯାଏ ୫୦ ପ୍ରତିଶତ ସବସିଡିରେ ମିଳିବ ବିଜୁଳି ।  ୩ଶହ ୟୁନିଟ ପାଇଁ ୯୭୧ ଦେଉଥିଲେ, ଏବେ ୫୨୬ଟଙ୍କା, ୪ଶହ ୟୁନିଟ୍‌ ୧୩୨୦ ଟଙ୍କା ଥିବାବେଳେ ଏଥିପାଇଁ ଏବେ ୧୦୭୫ ଟଙ୍କା ଦେବାକୁ ପଡ଼ିବ। ଦିଲ୍ଲୀରେ ବିଦ୍ୟୁତ୍‌ ଯୋଗାଉଥିବା କମ୍ପାନୀଗୁଡ଼ିକର କ୍ଷତି ପରିମାଣ ୧୭ ପ୍ରତିଶତରୁ ୮କୁ କମିଥିବାରୁ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026
Latest News

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026

ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.