Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର ପ୍ରଥମ ସ୍ପିଡ୍ ସ୍କେଟିଙ୍ଗ ବିଶ୍ୱ ଚାମ୍ପିଅନ ହେଲେ ଆନନ୍ଦକୁମାର, ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ଆଜିର ଖବର

ଭାରତର ପ୍ରଥମ ସ୍ପିଡ୍ ସ୍କେଟିଙ୍ଗ ବିଶ୍ୱ ଚାମ୍ପିଅନ ହେଲେ ଆନନ୍ଦକୁମାର, ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Speed Skating World Championships 2025
Speed Skating World Championships 2025

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନନ୍ଦକୁମାର ଭେଲକୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆନନ୍ଦକୁମାର ‘ସ୍ପିଡ ସ୍କେଟିଙ୍ଗ ବିଶ୍ୱ ଚାମ୍ପିଅନସିପ ୨୦୨୫’ର ସିନିଅର ପୁରୁଷ ୧୦୦୦ ମିଟର ସ୍ପ୍ରିଣ୍ଟ ବର୍ଗରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ‘ତାଙ୍କର ଧୈର୍ଯ୍ୟ, ଗତି ଏବଂ ଉତ୍ସାହ ତାଙ୍କୁ ଭାରତର ପ୍ରଥମ ବିଶ୍ୱ ସ୍କେଟିଙ୍ଗ ଚାମ୍ପିଅନ କରିଛି। ତାଙ୍କର ଏହି ସଫଳତା ଅଗଣିତ ଯୁବପିଢ଼ିଙ୍କୁ ପ୍ରେରଣା ଯୋଗାଇବ।”

ଏକ୍ସର ଏକ ପୋଷ୍ଟରେ ଆଜି ପ୍ରଧାନମନ୍ତ୍ରୀ କହିଛନ୍ତି;

“ସ୍ପିଡ ସ୍କେଟିଙ୍ଗ ବିଶ୍ୱ ଚାମ୍ପିଅନସିପ ୨୦୨୫ର ସିନିଅର ପୁରୁଷ ୧୦୦୦ ମିଟର ସ୍ପ୍ରିଣ୍ଟ ବର୍ଗରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ଆନନ୍ଦକୁମାର ଭେଲକୁମାରଙ୍କ ପାଇଁ ଗର୍ବିତ। ତାଙ୍କର ଧୈର୍ଯ୍ୟ, ଗତି ଏବଂ ଉତ୍ସାହ ତାଙ୍କୁ ଭାରତର ପ୍ରଥମ ବିଶ୍ୱ ସ୍କେଟିଙ୍ଗ ଚାମ୍ପିଅନ କରିଛି। ତାଙ୍କର ଏହି ସଫଳତା ଅଗଣିତ ଯୁବପିଢ଼ିଙ୍କୁ ପ୍ରେରଣା ଯୋଗାଇବ । ତାଙ୍କୁ ବହୁତ ଅଭିନନ୍ଦନ ଏବଂ ଭବିଷ୍ୟତର ସଫଳତା ପାଇଁ ଶୁଭକାମନା।”

BJP Ads
ଆନନ୍ଦକୁମାର ଭେଲକୁମାର ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ସ୍ପିଡ୍ ସ୍କେଟିଙ୍ଗ ବିଶ୍ୱ ଚାମ୍ପିଅନ ସ୍ପ୍ରିଣ୍ଟ ବର୍ଗ ସ୍ୱର୍ଣ୍ଣ ପଦକ
Share. Facebook Twitter LinkedIn Email WhatsApp Copy Link

Related Posts

ଘୋଷଣା ହେଲା ଦକ୍ଷିଣ ଆଫ୍ରିକା ବିରୋଧରେ ଟେଷ୍ଟ ଦଳ: ଫେରିଲେ ଉପ-ଅଧିନାୟକ ରିଷଭ ପନ୍ତ

November 5, 2025

ବିଶ୍ୱବ୍ୟାପୀ ବୃଦ୍ଧି ପାଉଛି EDର ଖ୍ୟାତି!: ଭାରତୀୟ ସଂସ୍ଥାକୁ ପ୍ରଶଂସା କଲା FATF

November 5, 2025

Bihar Election 2025: ଆସନ୍ତାକାଲି ବିହାର ବିଧାନସଭା ନିର୍ବାଚନ, ୧୨୧ ଆସନ ପାଇଁ ହେବ ଭୋଟ୍ ଗ୍ରହଣ

November 5, 2025

Vande Mataram: ୧୫୦ ବର୍ଷ ପୂର୍ତି ଅବସରରେ ନଭେମ୍ବର ୭ ରୁ ୨୬ ଓଡ଼ିଶା ଗାଇବ “ବନ୍ଦେ ମାତରମ୍‌”

November 5, 2025
BJP Ads
Latest News

ଘୋଷଣା ହେଲା ଦକ୍ଷିଣ ଆଫ୍ରିକା ବିରୋଧରେ ଟେଷ୍ଟ ଦଳ: ଫେରିଲେ ଉପ-ଅଧିନାୟକ ରିଷଭ ପନ୍ତ

November 5, 2025

ବିଶ୍ୱବ୍ୟାପୀ ବୃଦ୍ଧି ପାଉଛି EDର ଖ୍ୟାତି!: ଭାରତୀୟ ସଂସ୍ଥାକୁ ପ୍ରଶଂସା କଲା FATF

November 5, 2025

Bihar Election 2025: ଆସନ୍ତାକାଲି ବିହାର ବିଧାନସଭା ନିର୍ବାଚନ, ୧୨୧ ଆସନ ପାଇଁ ହେବ ଭୋଟ୍ ଗ୍ରହଣ

November 5, 2025

Vande Mataram: ୧୫୦ ବର୍ଷ ପୂର୍ତି ଅବସରରେ ନଭେମ୍ବର ୭ ରୁ ୨୬ ଓଡ଼ିଶା ଗାଇବ “ବନ୍ଦେ ମାତରମ୍‌”

November 5, 2025

Boita Bandana in Delhi: ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ବୋଇତ ବନ୍ଦାଣ ଉତ୍ସବ

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.