Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା: ଜିଲ୍ଲାସ୍ତରୀୟ “ଏକ ପେଡ୍ ମା’ କେ ନାମ” ଅଭିଯାନରେ ଯୋଗ ଦେଲେ ଆଇନ ମନ୍ତ୍ରୀ
ଆଜିର ଖବର

ଖୋର୍ଦ୍ଧା: ଜିଲ୍ଲାସ୍ତରୀୟ “ଏକ ପେଡ୍ ମା’ କେ ନାମ” ଅଭିଯାନରେ ଯୋଗ ଦେଲେ ଆଇନ ମନ୍ତ୍ରୀ

September 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା
ଖୋର୍ଦ୍ଧା: ଜିଲ୍ଲାସ୍ତରୀୟ "ଏକ ପେଡ୍ ମା' କେ ନାମ" ଅଭିଯାନରେ ଯୋଗ ଦେଲେ ଆଇନ ମନ୍ତ୍ରୀ

ଖୋର୍ଦ୍ଧା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଜନ୍ମଦିନ ଉପଲକ୍ଷେ “ଏକ ପେଡ୍ ମା’ କେ ନାମ” ଅଭିଯାନରେ ରାଜ୍ୟ ସରକାର ସମଗ୍ର ଓଡ଼ିଶାରେ ୭୫ ଲକ୍ଷ ବୃକ୍ଷରୋପଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଖୋର୍ଦ୍ଧା ସ୍ଥିତ ପଲ୍ଲାତୋଟାପଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବୃକ୍ଷରୋପଣ କରି ସଭାକୁ ସମ୍ବୋଧିତ କରିଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନରେ ଆମେ ସମସ୍ତେ ଘର ଠାରୁ ଆରମ୍ଭ କରି ରାସ୍ତା ପାର୍ଶ୍ୱ ସମେତ ବିଭିନ୍ନ ସ୍ଥାନରେ ଗଛ ଲଗାଇବା। ଗଛଟିର ଯତ୍ନ ନେବା ସହ ମାଟି ମା’ର ସୁରକ୍ଷା ପାଇଁ ସଂକଳ୍ପନା କରିବା। ବିକଶିତ ଖୋର୍ଦ୍ଧା , ବିକଶିତ ଓଡ଼ିଶା ପାଇଁ ବ୍ୟକ୍ତିଗତ ସ୍ତରରେ ନିଜର ଯୋଗଦାନ ରଖିବା‌ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ମତବ୍ୟକ୍ତ କରିଥିଲେ।

ଆସନ୍ତୁ, ଗଛଟିଏ ଲଗାଇ ଏକ ସୁସ୍ଥ ଓ ସମୃଦ୍ଧ ଓଡ଼ିଶା ଗଠନରେ ଭାଗୀଦାର ହେବା।

ଏହି କାର୍ଯ୍ୟକ୍ରମ ଅବସରରେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ଖୋର୍ଦ୍ଧା ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜ, ଜିଲ୍ଲା ବନଖଣ୍ଡ ଅଧିକାରୀ ଲାଡେ ଗଜାନନ ଦୟାନନ୍ଦ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧାଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ କିଶୋର କୁମାର ପଣ୍ଡା, ଖୋର୍ଦ୍ଧା ବ୍ଲକ ମଣ୍ଡଳ ଉନ୍ନୟନ ଅଧିକାରୀ, ଖୋର୍ଦ୍ଧା ବ୍ଲକ ଉପାଧ୍ୟକ୍ଷ, ପଲ୍ଲାତୋଟାପୋଡ଼ା ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କ ସମେତ ଅନ୍ୟାନ୍ୟ ନେତୃବୃନ୍ଦ ଓ ସରକାରୀ ଅଧିକାରୀ ମାନେ ଉପସ୍ଥିତ ଥିଲେ।

EkPedMaaKeNaam khordha Odisha Pallatotapada PlantForMothe ଏକ ପେଡ୍ ମା’ କେ ନାମ ଓଡିଶା ସରକାର ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁରରେ ଭିଡ ହିଂସା! ପିଲାଚୋର ସନ୍ଦେହରେ ପ୍ରବାସୀ ଶ୍ରମିକଙ୍କୁ ଆକ୍ରମଣ

June 22, 2026

ଉଦ୍ଧବ ସେନାକୁ ବଡ଼ ଝଟକା! ୫୦ରୁ ଅଧିକ ପଦାଧିକାରୀ ବିଜେପିରେ, ‘ଅପରେସନ୍ ଟାଇଗର’କୁ ନେଇ ଚର୍ଚ୍ଚା ତୀବ୍ର

June 22, 2026

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026
Latest News

ସମ୍ବଲପୁରରେ ଭିଡ ହିଂସା! ପିଲାଚୋର ସନ୍ଦେହରେ ପ୍ରବାସୀ ଶ୍ରମିକଙ୍କୁ ଆକ୍ରମଣ

June 22, 2026

୪୦ ପରେ ସ୍ୱାସ୍ଥ୍ୟକୁ ଅଣଦେଖା ନୁହେଁ: ପ୍ରତ୍ୟେକ ପୁରୁଷଙ୍କ ପାଇଁ ଜରୁରୀ ଏହି ସ୍ୱାସ୍ଥ୍ୟ ପରୀକ୍ଷା

June 22, 2026

ଉଦ୍ଧବ ସେନାକୁ ବଡ଼ ଝଟକା! ୫୦ରୁ ଅଧିକ ପଦାଧିକାରୀ ବିଜେପିରେ, ‘ଅପରେସନ୍ ଟାଇଗର’କୁ ନେଇ ଚର୍ଚ୍ଚା ତୀବ୍ର

June 22, 2026

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.